ରକ୍ତଦାନ ଶିବିର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ହୃଷୀକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଅପରେସନ ସିନ୍ଦୂରରେ ବଳିଦାନ ଦେଇଥିବା ସହିଦଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର!-->…
Read More...
Read More...