Browsing Tag

rourakela news

ଇସ୍କନର ଶ୍ରୀ ଜଗନ୍ନାଥଙ୍କ ଅଦିନିଆ କାର୍ଯ୍ୟକ୍ରମ ବିରୋଧରେ କ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀ ଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ, ପୁରୀ ପଶ୍ଚିମାଞ୍ଚଳ, ସୁନ୍ଦରଗଡ଼ ଜିଲ୍ଲା ତରଫରୁ ଇସ୍କନର ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରାକୁ ନେଇ କ୍ଷୋଭ ପ୍ରକାଶ ସହ ଏହା ବିରୋଧରେ ସ୍ୱର ଉତ୍ତୋଳନ କରିଛି । ଅଖିଳବ୍ରହ୍ମାଣ୍ଡ ନାଥ ମହାପ୍ରଭୁ…
Read More...

ଅବକାରୀ ବିଭାଗର ଚଢାଉରେ ବିପୁଳ ପରିମାଣର ମଦ ଜବତ ସହ ୧୨ଟି ମାମଲାରେ ୧୨ ଜଣଙ୍କୁ କୋର୍ଟ ଚାଲାଣ

ରାଉରକେଲା, (ସସ୍ମିତା ପ୍ରଧାନ) : ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଚିକଟମାଟି, ବିରିଡା, ଯୋଡ଼ାବନ୍ଧ, ଭାଲୁଲତା ଅଞ୍ଚଳରେ ଚଢ଼ାଉ କରି ମୋଟ ୧୨ ଗୋଟି ମାମଲା ରୁଜୁ କରାଯିବା ସହିତ ୨୦୩ ଲିଟର ବେଆଇନ ମହୁଲି ମଦ ଏବଂ ୪୩ ଲିଟର ବାହାର…
Read More...

ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ନବଗଠିତ ଜିଲ୍ଲା ସ୍ୱିମିଂ ଆସୋସିଏସନ୍ ପକ୍ଷରୁ ବିଶ୍ରାମୁଣ୍ଡା ଆଥଲେଟିକ୍ ସ୍ୱିମିଂ ପୁଲ୍‌ରେ ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି । ବିଭିନ୍ନ ବୟସ୍କ ଓ ବିଭାଗର ସ୍ୱିମିଂ କ୍ୟାଟାଗୋରୀରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଏଥିରେ…
Read More...

ପ୍ରୟାସ ତରଫରୁ ନାଟ୍ୟାଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ନାଟକର ଦିଗ ଓ ଦିଗବଳୟ ସମ୍ପର୍କରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରୟାସ ରାଉରକେଲା ଓ ଓଡ଼ିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ଵରର ମିଳିତ ସହଯୋଗରେ "ନାଟ୍ୟାଚାର୍ଯ୍ୟ ଚିନ୍ତାମଣି ଜେନାଙ୍କ ନାଟକର ଦିଗ ଓ ଦିଗବଳୟ" ଶୀର୍ଷକରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ ପ୍ରଫେସର…
Read More...

ନଗର ଉନ୍ନୟନ ମନ୍ତ୍ରୀଙ୍କ ସହ ଥିଂକର୍ସ ଫୋରମ୍‍ର ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହ ଥିଂକର୍ସ ଫୋରମ୍‍ ତରଫରୁ ଇଂ ନଳିନୀକାନ୍ତ ଧର, ଡଃ. ସୁମନ ଦତ୍ତ ଓ ଚନ୍ଦ୍ରଶେଖର ଶତପଥୀ ରଘୁନାଥପାଲ୍ଲି ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ଉପସ୍ଥିତିରେ ରାଉରକେଲାର ସାମଗ୍ରିକ…
Read More...

ବିଶ୍ୱ ସମ୍ବାଦକେନ୍ଦ୍ର ପକ୍ଷରୁ ନାରଦ ଜୟନ୍ତୀ ସମାରୋହ – ୨୦୨୬

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ସମ୍ବାଦକେନ୍ଦ୍ର ରାଉରକେଲା ପକ୍ଷରୁ ଛେଣ୍ଡ ଗୋପବନ୍ଧୁ ପାଠାଗାର ଠାରେ ନାରଦ ଜୟନ୍ତୀ ସମାରୋହ-୨୦୨୬ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱର ଆଦ୍ୟ ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ମୁଖ୍ୟଅତିଥି ଭାବେ ସାମ୍ବାଦିକ ସତ୍ୟାନନ୍ଦ ମହାନ୍ତି…
Read More...

ରବୀନ୍ଦ୍ରନାଥ ଟେଗୋରଙ୍କ ୧୬୫ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଜାତୀୟ ସ୍ତରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୫ ସ୍ଥିତ ଭଞ୍ଜଭବନ ପ୍ରେକ୍ଷାଳୟରେ ରବୀନ୍ଦ୍ରନାଥ ଟାଗୋରଙ୍କ ୧୬୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ଜାତୀୟ ସ୍ତରୀୟ ଦେଶର ୧୧ଟି ସହରରେ ଆୟୋଜିତ ହୋଇଯାଇଛି । ଏ ପରିପ୍ରେକ୍ଷୀରେ ରାଉରକେଲା ଗୀତିମାଲ୍ୟ ଅନୁଷ୍ଠାନ ପକ୍ଷରୁ ଦ୍ଵିତୀୟ ବର୍ଷ…
Read More...

ହ୍ୟୁମାନିଟି ଫାଉଣ୍ଡେସନ ତରଫରୁ ମାତୃ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ହ୍ୟୁମାନିଟି ଫାଉଣ୍ଡେସନ ପକ୍ଷରୁ ମାତୃ ଦିବସ ଉପଲକ୍ଷେ ଟିମ୍ବର୍ କଲୋନୀ ସ୍ଥିତ ଶାନ୍ତି ଭବନ ପ୍ରାଙ୍ଗଣରେ ଏକ ସୁନ୍ଦର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ମନୋରମା ପାଣ୍ଡେ ଏବଂ ଶାନ୍ତି ଭବନର ଅଧ୍ୟକ୍ଷା…
Read More...

ବିଜେପି ମଧୁବାବୁ ମଣ୍ଡଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ମଧୁବାବୁ ମଣ୍ଡଳର ସାଙ୍ଗଠନିକ ବୈଠକ ସେକ୍ଟର ୬ ସ୍ଥିତ କମ୍ୟୁନିଟି ସେଣ୍ଟର ପ୍ରାଙ୍ଗଣରେ ମଣ୍ଡଳ ସଭାନେତ୍ରୀ ପ୍ରତିମା ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ମୁଖ୍ୟଅତିଥି…
Read More...

ସହରର ବିବିଧ ଉନ୍ନୟନ କାର୍ଯ୍ୟ ପାଇଁ ଗୃହ ଓ ନଗର ବିଭାଗ ଉନ୍ନୟନ ମନ୍ତ୍ରୀଙ୍କୁ ବିଜେପିର ସ୍ମାରକ ପତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗତକାଲି ରାତିରେ ୨ ଦିନିଆ ରାଉରକେଲା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ରାଉରକେଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ମଧ୍ୟ ପହଞ୍ଚିଥିଲେ । ଆଜି…
Read More...