Browsing Tag

rourakela news

ମାଆ ଏକ ମନ୍ଦିରର ଅଡିସନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଅନୁଷ୍ଠାନ ଉପହାର ତରଫରୁ ଆୟୋଜିତ ଶୁଭମ୍ ସିନେ ପ୍ରଡକ୍ସନ ଦ୍ଵାରା ପ୍ରସ୍ତୁତ ଓଡ଼ିଆ ସିନେମା "ମାଆ ଏକ ମନ୍ଦିର"ର ଅଡିସନ ସେକ୍ଟର ୨୦ ସ୍ଥିତ କଳିଙ୍ଗ କଳା ପରିଷଦ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଡିସନ୍‌ରେ ଓଡ଼ିଆ, ହିନ୍ଦୀ,
Read More...

ଧାମରା ସାହିତ୍ୟ ସଂସଦର ବସନ୍ତ କାବ୍ୟ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡସ୍ଥିତ ଧାମରା ସଂଘ ପରିସରରେ ଧାମରା ସାହିତ୍ୟ ସଂସଦର ବସନ୍ତ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱ ଓ ସାଂସ୍କୃତିକ ସଂପାଦକ ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ଆସରରେ ବରେଣ୍ୟ ବକ୍ତା
Read More...

ଆପୋଲୋ ହସ୍ପିଟାଲରେ ଜାତୀୟ ସ୍ତରୀୟ ଶଲ୍ୟ ଚିକିତ୍ସା ସମ୍ମିଳନୀ

ରାଉରକେଲା, (କେପିଏନ୍‌ଏସ୍‌) : ସେକ୍ଟର ୧୯, ଓଡିଶା - ଭାରତୀୟ ସର୍ଜନସ୍ ଆସୋସିଏସନ୍ (ଏଏସଆଇ), ରାଉରକେଲା ଚାପ୍ଟର, ୪ ଏବଂ ୫ ମାର୍ଚ୍ଚ ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ଏକ ପ୍ରତିଷ୍ଠିତ ଜାତୀୟ ସ୍ତରୀୟ ସମ୍ମିଳନୀ "ଏଡବ୍ଲୁଆର୍‌ ବିପ୍ଳବ: ମରାମତି ଏବଂ ବିଅଣ୍ଡ ୨୦୨୬" ଆୟୋଜନ କରିଥିଲା ।
Read More...

ସ୍ଵଭାବ କବି ଗଙ୍ଗାଧର ମେହେରଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୪ ସ୍ଥିତ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଓଡ଼ିଆ ଭାଷା ବିକାଶ ମଂଚ ଆନୁକୂଲ୍ୟରେ ଭକ୍ତିପୂତ ପୁଷ୍ପାଞ୍ଜଳି ଅର୍ପଣ କରି ଓଡ଼ିଆ ଭାଷା ବିକାଶ ମଂଚ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ର କହିଲେ ଯେ, ଓଡ଼ିଆ ସାହିତ୍ୟ ଆକାଶରେ ଗଙ୍ଗାଧର
Read More...

ସୁନିତା ଜୟପୁରିଆଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ମା' ସମଲେଶ୍ଵରୀ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତି ତଥା ତ୍ରିଶକ୍ତି କ୍ଲଷ୍ଟରର ସମ୍ପାଦିକା ସୁନିତା ଜୟପୁରିଆଙ୍କ ଦୁର୍ଘଟଣାରେ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୁନିତାଙ୍କ ବିୟୋଗରେ ସେକ୍ଟର ୭ ସ୍ଥିତ ନାୟିକା ରାଉରକେଲା ଅନୁଷ୍ଠାନ
Read More...

କୈବର୍ତ୍ତ ମହାସଭାର ଚୈତ୍ର ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭା ରାଉରକେଲା ଶାଖାର ଚୈତ୍ର ମହୋତ୍ସବ ସେକ୍ଟର ୭ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଲଙ୍ଗୁଳୀ ଚରଣ ତରାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ଚନ୍ଦ୍ରମଣି ମାଝୀ ସଭାପତିତ୍ୱ
Read More...

ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆ ନାମ ଫଳକ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଏପ୍ରିଲ ମାସ ଏକ ତାରିଖ ଓଡ଼ିଶା ଦିବସଠାରୁ ଆରମ୍ଭ ହେଉଛି ‘ଓଡ଼ିଆ ପକ୍ଷ–୨୦୨୬’ । ଏହି କ୍ରମରେ ଆଜି ତଥା ଚାରି ଏପ୍ରିଲରେ ପାଳନ କରାଯାଇଥିଲା ଓଡ଼ିଆରେ ନାମଫଳକ ଲେଖା ଅଭିଯାନ । ଏହି ପରିପ୍ରେକ୍ଷୀ ରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ,
Read More...

ଜଙ୍ଗଲ ନିଆଁ ନିବାରଣ ନେଇ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନଖଣ୍ଡ ପକ୍ଷରୁ ଡ଼ିଏଫ୍‌ଓ ଯଶୋବନ୍ତ ସେଠିଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲ ନିଆଁ ନିବାରଣ ନେଇ ବିଭିନ୍ନ ଆଦିବାସୀ ବହୁଳ ଗ୍ରାମାଞ୍ଚଳରେ ଓଡ଼ିଆ ଓ ସାଦ୍ରୀ ଭାଷାରେ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରାଯାଉଛି । ଯାହାଦ୍ୱାରା ସ୍ଥାନୀୟ ଲୋକେ ସହଜରେ
Read More...

ଶ୍ରଦ୍ଧା ତରଫରୁ ସ୍ୱପରାୟଣତା ସଚେତନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପ୍ରତି ପ୍ରତିବଦ୍ଧତା ରଖିଥିବା ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ପକ୍ଷରୁ ବିଶ୍ୱ ଅଟିଜିମ୍ ବା ବିଶ୍ୱ ସ୍ୱପରାୟଣତା ସଚେତନତା ଦିବସ ପାଳନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସାଧାରଣ
Read More...

ଦକ୍ଷିଣ ରାଉରକେଲାରେ ଉତ୍କଳ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଏବଂ ଅନ୍ୱେଷଣ ମିଳିତ ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ (ଓଡ଼ିଶା ଦିବସ) ସ୍ଥାନୀୟ ବାଲିଯୋଡି ସ୍ଥିତ ଉତ୍କଳମଣି ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ସମାଜସେବୀ ଅରୁଣ କୁମାର ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...