Browsing Tag

rourakela news

ଶ୍ରୀ ଜଗନ୍ନାଥଙ୍କ କଥାମୃତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ତଥା ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ " ଶ୍ରୀ ଜଗନ୍ନାଥ କଥାମୃତ" ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
Read More...

ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆରଏମସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର…
Read More...

ପତ୍ର ଦର-ବୋନସ ଘୋଷଣାରେ ବିଳମ୍ବ, କର୍ମଚାରୀ ଉଚିତ୍ ଦରମାରୁ ବଞ୍ଚିତ : ରାଜ୍ୟବ୍ୟାପୀ କେନ୍ଦୁପତ୍ର ଶ୍ରମିକଙ୍କ ଧାରଣା

୨୦୦୦ରୁ ଅଧିକ ପଞ୍ଚାୟତରେ ଆନ୍ଦୋଳନ, ଲକ୍ଷାଧିକ ତୋଳାଳୀ ଶ୍ରମିକଙ୍କ ଯୋଗଦାନସୁନ୍ଦରଗଡର ସମସ୍ତ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଡିଭିଜନର ସମସ୍ତ କେନ୍ଦୁପତ୍ର ସଂଗ୍ରହ ହେଉଥିବା ପଞ୍ଚାୟତମାନଙ୍କରେ ପଞ୍ଚାୟତ…
Read More...

ବୈଶାଖୀ ସାହିତ୍ୟ ସଂସଦର ୩୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ସାହିତ୍ୟ ଏକାଡେମୀ ଓ ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ବୈଶାଖୀ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ସଂସଦର ୩୭ତମ ବାର୍ଷିକୋତ୍ସବ ଓ ରାଜ୍ୟସ୍ତରୀୟ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ସଭାପତି ବୁଦ୍ଧେଶ୍ୱର ଷଡଙ୍ଗୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି…
Read More...

ଶ୍ରୀଜଗନ୍ନାଥ କଳା ପରିଷଦର ପ୍ରତିଭା ଚୟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ନୃତ୍ୟାନୁଷ୍ଠାନ ଶ୍ରୀଜଗନ୍ନାଥ କଳା ପରିଷଦ ତରଫରୁ ସେକ୍ଟର ୧୬ ଡିଏଭି ସ୍କୁଲ ଠାରେ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ପୁଷ୍ପାରାଣୀ ମିଶ୍ର ଓ ସବିତା ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି…
Read More...

ୟୁଜିଆଇଇ ଆଲୁମନି ଆସୋସିଏସନର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ୨୦୨୬-୨୮ ଅବଧି ପାଇଁ ନୂତନ ପଦାଧୀକାରୀମାନଙ୍କର…

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ୟୁଜିଆଇଇ ଆଲୁମିନି ଆସୋସିଏସନର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ପରିଷଦ ବୈଠକରେ ଅନୁଷ୍ଠାନର ସଭାପତି ଇଂ ଆଦିତ୍ୟ କୁମାର ମହାପାତ୍ର ସଭାପତିତ୍ୱ କରିଥିଲେ ଓ ନିଜ ଅଭିଭାଷଣରେ ଅନୁଷ୍ଠାନର…
Read More...

ରାଉରକେଲାରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନେତାଜୀ ସୁଭାଷ ପ୍ରେକ୍ଷାଳୟ, ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ସୁନ୍ଦରଗଡ଼ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଉରକେଲାର ବିଧାୟକ ଶାରଦା…
Read More...

ତାରା ତାରିଣୀ ମନ୍ଦିର ପରିସରରେ ଥଣ୍ଡା ପାନୀୟ ଜଳ ଉଦଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ତାରା ତାରିଣୀ ମନ୍ଦିର ପରିସରରେ ଥଣ୍ଡା ପାନୀୟ ଜଳ ଉଦଘାଟିତ ହୋଇଯାଇଛି । ବର୍ଷରେ ବାରଟା ସଂକ୍ରାନ୍ତି ସମେତ ଅକ୍ଷୟତୃତୀୟା, ଦଶହରା ପର୍ବ, ବାସନ୍ତୀ ପୂଜା, ଚୈତ୍ର ମାସ ଇତ୍ୟାଦି ପର୍ବମାନଙ୍କରେ ଭକ୍ତ ମାନଙ୍କର ଭିଡ ଦେଖିବାକୁ ମିଳିଥାଏ ।…
Read More...

ସହରର ବିକାଶକୁ ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ସହିତ ଆଲୋଚନା କଲେ ଯୋଜନା ବୋର୍ଡ଼ର ଅଧକ୍ଷ ଦୁର୍ଗା ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଜ ନିର୍ବାଚନ ମଣ୍ଡଳୀ ସମେତ ରାଉରକେଲା ଏବଂ ଏହାର ଆଖପାଖ ଅଞ୍ଚଳରେ ବସବାସ କରୁଥିବା ଆବାଳ ବୃଦ୍ଧବନିତାଙ୍କ ସର୍ବାଙ୍ଗୀନ ଉନ୍ନତି ସହିତ ସହରର କେତେକ ସ୍ଥାନରେ ଭିତ୍ତିଭୂମିର ବିକାଶକୁ ନେଇ ରାଜ୍ୟ ଆଇନ, କାର୍ଯ୍ୟ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ…
Read More...

ବନ୍ଧମୁଣ୍ଡାରେ ଶ୍ରମିକ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଜନତା ପାର୍ଟି ବନ୍ଧମୁଣ୍ଡା ମଣ୍ଡଳ ପକ୍ଷରୁ ଶ୍ରମିକ ଦିବସ ପାଳନ ଅବସରରେ ଏକ ବିଶେଷ ସମ୍ମାନ ସଭାର ଆୟୋଜନ କରାଯାଇଥିଲା । ଏହି ଅବସରରେ ମଣ୍ଡଳ ଅଧ୍ୟକ୍ଷ ଲକ୍ଷ୍ମଣ ଲୋହାର ଭାରତୀୟ ପରମ୍ପରା ଓ ସଂସ୍କୃତିକୁ ଅନୁସରଣ କରି ସମସ୍ତ ଶ୍ରମିକ ଭାଇମାନଙ୍କୁ…
Read More...