Browsing Tag

rourakela news

ଅତିରିକ୍ତ ଜିଲ୍ଲପାଳଙ୍କ ସହ ବିଜେପି ପ୍ରତିନିଧି ମଣ୍ଡଳୀଙ୍କ ଆଲୋଚନା ପରେ ଆହାର କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଡାକ୍ତରଖାନା ନିକଟରେ ଥିବା ଆହାର କେନ୍ଦ୍ରକୁ ଗତ କାଲି ବିଜେପିର ଏକ ପ୍ରତନିଧି ମଣ୍ଡଳୀ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ନେତୃତ୍ୱରେ ଆହାର କେନ୍ଦ୍ରକୁ ପରିଦର୍ଶନ କରି କିଛିଦିନ ତଳେ ଆହାର କେନ୍ଦ୍ର କାହିଁକି ବନ୍ଦ ହୋଇଛି ସେ
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଓ ମଧୁସୂଦନ ପାଠାଗାରର ମିଳିତ ସହଯୋଗରେ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଓ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅବସରରେ "ସୁରେନ୍ଦ୍ର ସାଏ ଓ ତାଙ୍କ ସାଥୀ" ଉପରେ ଏକ ଆଲୋଚନା ଚକ୍ର ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ମହାତ୍ମା ଗାନ୍ଧୀଙ୍କ ଶହୀଦ ଦିବସ ଅବସରରେ ସିପିଆଇଏମ୍ ପକ୍ଷରୁ ସଦଭାବନା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ୩୦ ଜାନୁୟାରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶହୀଦ ଅବସରରେ ସିପିଆଇଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ସହରର ଆମ୍ବାଗାନ ସ୍ଥିତି ପାର୍କ ଓ ପାନପୋଷ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବା ସହିତ ପାର୍ଟି କେନ୍ଦ୍ର
Read More...

ଗାନ୍ଧୀ ଫାଉଣ୍ଡେସନ ତରଫରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଗାନ୍ଧୀ ଫାଉଣ୍ଡେସନ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଅନୁଷ୍ଠାନର ଭଗବତୀ ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ଡ଼ଃ ସୁମନ ଦତ୍ତ, ବରସୁଆଁ ପ୍ରଗତି ଅନୁଷ୍ଠାନର
Read More...

ହମିରପୁର ନିଃଶୁଳ୍କ ଯୋଗ କେନ୍ଦ୍ରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ନିଃଶୁଳ୍କ ଯୋଗ କେନ୍ଦ୍ରର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଯୋଗ ଗୁରୁ ଆରତୀ କରଙ୍କ ଆବାହକିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ଗୁରୁ ନରେନ୍ଦ୍ର ବେହେରା, ଗୁରୁ ଗଙ୍ଗାଧର ଦାଶ, ମହିଳା ଜିଲ୍ଲା ପ୍ରଭାରୀ ତଥା ରାଜ୍ୟ
Read More...

୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ସଶକ୍ତିକରଣ ଏବଂ ରାଷ୍ଟ୍ର ଜାଗରଣ ଅଭିଯାନ ଉପଲକ୍ଷେ ୪ ଦିନ ବ୍ୟାପି ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ସେକ୍ଟର ୨ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ୪ ଦିନିଆ କାର୍ଯ୍ୟକ୍ରମରେ ଉଦିତ ନଗର ରାଧାକୃଷ୍ଣ ମନ୍ଦିରରୁ ଗାୟତ୍ରୀ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ସିଭିକ୍ ସେଣ୍ଟର ପ୍ରାଙ୍ଗଣରେ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଏବଂ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧା
Read More...

ମହାତ୍ମା ଗାନ୍ଧୀଙ୍କ ପୂଣ୍ୟତିଥିରେ ବିଜେପି ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ଜାତିର ଜନକ ମହାତ୍ମା ଗାନ୍ଧୀଜୀଙ୍କ ପୁଣ୍ୟତିଥି ଅବସରରେ ଆଜି ସ୍ୱଚ୍ଛ ଭାରତ ଅଭିଯାନ ରାଉରକେଲାର ସେକ୍ଟର ୩ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିସର ଓ ତତ୍ ସଂଲଗ୍ନ ପରିସରରେ ବିଜେପି ଜିଲ୍ଲା ତରଫରୁ କରାଯାଇଥିଲା । ରଘୁନାଥପଲ୍ଲୀ ବିଧାୟକ ଏହି
Read More...

ଶିକ୍ଷକ ଅରୁଣ କୁମାର ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଷ୍ଟା ରାଉରକେଲା ସିଟି ଜୋନ୍ ତରଫରୁ କୋଏଲ ବିଦ୍ୟାପୀଠର ବରିଷ୍ଠ ଶିକ୍ଷକ ତଥା ଓଷ୍ଟାର ବରିଷ୍ଠ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସେକ୍ଟର ୨୦ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ
Read More...

ପାୟଲର ୩୭ତମ ବାର୍ଷିକୋତ୍ସବ ଆସନ୍ତା ଫେବୃଆରୀ ୧ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ନୃତ୍ୟ ଓ କଳାନୁଷ୍ଠାନ ପାୟଲର ୩୭ତମ ବାର୍ଷିକୋତ୍ସବ ରିଦିମ୍ ୨୦୨୫ ଆସନ୍ତା ଫେବୃଆରୀ ମାସ ୧ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ପାୟଲ କାର୍ଯ୍ୟାଳୟ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...