ମଧୁସୂଦନ ପାଠାଗାର ଓ ଛେଣ୍ଡ ୱେଲଫେୟାର କମିଟିର ମିଳିତ ଆନୁକୂଲ୍ୟରେ ସାଧାରଣତନ୍ତ୍ର ଦିବସ ପାଳିତ
ରାଉରକେଲା, (କେପିଏନ୍ଏସ୍) : ମଧୁସୂଦନ ପାଠାଗାର ଓ ଛେଣ୍ଡ ୱେଲଫେୟାର କମିଟିର ମିଳିତ ଆନୁକୂଲ୍ୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପାଠାଗାରର ସଭାପତି ହରିହର ରାଉତରାୟ ପତାକା ଉତ୍ତୋଳନ କରିଥିଲେ । ୱେଲଫେୟାର କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ତାଙ୍କ ଅଭିଭାଷଣରେ!-->…
Read More...
Read More...