Browsing Tag

rourakela news

ଛାତ କାଟି କମ୍ପ୍ୟୁଟର ଚୋରି, ପୋଲିସ୍ ଦ୍ୱାରା ଚୋର ଗିରଫ

ରାଉରକେଲା ସେକ୍ଟର-୧୯ ପୋଲିସ୍ ଦ୍ୱାରା ଚୋରି ଜିନିଷ ଉଦ୍ଧାର ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ସେକ୍ଟର-୧୯ ଥାନା ଅଞ୍ଚଳରେ ଘରର ଛାତ କାଟି କମ୍ପୁଟର ମନିଟର ଚୋରି ଅଭିଯୋଗରେ ସେକ୍ଟର-୧୯ ପୋଲିସ୍ ଜଣେ ଚୋରକୁ ଗିରଫ୍ କରିବା ସହିତ ଚୋର ନିକଟରୁ ଚୋରି ଯାଇଥିବା ଜିନିଷ ଉଦ୍ଧାର
Read More...

ନାଟ୍ୟ ପଦଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ନାଟ୍ୟସଂଘ, ରାଉରକେଲା ଶାଖା ତରଫରୁ ୩୮ତମ ଓଡ଼ିଶା ନାଟ୍ୟ ସଂଘ ଦିବସ ଉପଲକ୍ଷେ ନାଟ୍ୟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସେକ୍ଟର ୫ ଗୁଣ୍ଡିଚା ମନ୍ଦିର ଠାରୁ ବିଭିନ୍ନ ନାଟ୍ୟାନୁଷ୍ଠାନର କର୍ମକର୍ତ୍ତା,
Read More...

ଏକାତ୍ମ ମାନବବାଦର ପୁରୋଧା ପଣ୍ଡିତ ଦୀନଦୟାଲଙ୍କ ଜନ୍ମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା, ସେକ୍ଟର-୩ ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସରରେ, ବିଜେପି ରାଉରକେଲା ସାଂଗଠନିକ ଜିଲ୍ଲା ତରଫରୁ ଭାରତୀୟ ଜନସଂଘର ରାଷ୍ଟ୍ରୀୟ ନେତା ତଥା ଅନ୍ତୋଦୟ ଓ ଏକାତ୍ମମାନବବାଦର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ଗୁରୁବାର
Read More...

ଲାଠିକଟା ପଞ୍ଚାୟତ ସମିତିର ସମୀକ୍ଷା ବୈଠକରେ ରଘୁନାଥପାଲ୍ଲୀ ବିଧାୟକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଲାଠିକଟା ବ୍ଲକ ପରିଷରରେ ଲାଠିକଟା ପଂଚାୟତ ସମିତିର ନବମ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ଉପସ୍ଥିତିରେ ଆୟୋଜିତ ଏହି ବୈଠକରେ ଲାଠିକଟା ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନସ ସାହୁ ବ୍ଲକ ଦ୍ୱାରା
Read More...

ଯୁବତୀ ଚାଲାଣ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡାଦେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକ ଯୁବତୀ ଚାଲାଣ ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ଜଜ୍ ପ୍ରଥମ ମୁକ୍ତିରଞ୍ଜନ ଶତପଥୀ ଅଭିଯୁକ୍ତ ସୁରା ଲୁଗୁନକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଯୁବତୀ ଚାଲାଣ ସମ୍ପର୍କରେ ଉଷାରାଣୀ ଟପ୍ପୋଙ୍କ ଲିଖିତ ଅଭିଯୋଗ ଆଧାରରେ ରାଉରକେଲା
Read More...

‘ଆଦି କର୍ମଯୋଗୀ ଅଭିଯାନ’

ରାଉରକେଲା, (ସସ୍ମିତା ପ୍ରଧାନ) :ଜିଲ୍ଲାପାଳ 'ଆଦି କର୍ମଯୋଗୀ ଅଭିଯାନ' ଅନ୍ତର୍ଗତ ସୁନ୍ଦରଗଡ଼ ଜିଲ୍ଲାର ସାଲେପାଲି ପଞ୍ଚାୟତର ଡୁଡୁକି ଗାଁ ଓ ଟାଙ୍ଗରପାଲି ବ୍ଲକର ମହୁଲପାଲି ପଞ୍ଚାୟତର ବନ୍ଧପାଲି ଗାଁ ପରିଦର୍ଶନ କରିଥିଲେ । ହିତାଧିକାରୀଙ୍କ ସହିତ ଆଲୋଚନା କରିବା ସହିତ ସରକାରଙ୍କ ବିଭିନ୍ନ
Read More...

ଜାତୀୟ ରାଜପଥ ୫୨୦ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ମୃତ, ୧୨ଗୁରୁତର

ରାଉରକେଲା, (ସସ୍ମିତା ପ୍ରଧାନ) : କୋଇଡା ବ୍ଲକର କେ. ବାଳାଙ୍ଗ ଥାନା ଅଧୀନ ଜାତୀୟ ରାଜପଥ ୫୨୦ରେ ଆଜି ଗୋଟିଏ ଦୁର୍ଭାଗ୍ୟଜନକ ସଡ଼କ ଦୁର୍ଘଟଣା ଘଟିଛି । ରାଉରକେଲାରୁ କୋଇଡାକୁ ଯାଉଥିବା ଲିଙ୍ଗରାଜ ନାମକ ବେସରକାରୀ ବସ ଗୋଟିଏ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାର ପ୍ରଭାବ
Read More...

ସ୍ୱାମୀ ଚିଦାନନ୍ଦ ମହାରାଜଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଶିବାନନ୍ଦ ଆଶ୍ରମ ଠାରେ ସ୍ୱାମୀ ଚିଦାନନ୍ଦ ମହାରାଜଙ୍କ ୧୦୯ତମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଚିନ୍ମୟ ମିଶନର ବ୍ରହ୍ମଚାରିଣୀ ପ୍ରତିଭା ଚୈତନ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ୱାମୀ ଚିଦାନନ୍ଦଙ୍କ ଜୀବନାଦର୍ଶ ଓ ତାଙ୍କ ବାର୍ତ୍ତା
Read More...

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୩୬ ଜଣ ପରୀକ୍ଷାର୍ଥୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ ରାଉରକେଲା ଆନୁକୂଲ୍ୟରେ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ୨୦ରୁ ୨୩ ସେପ୍ଟେମ୍ୱର, ୨୦୨୫ ପର୍ଯ୍ୟନ୍ତ ରାଷ୍ଟ୍ରଭାଷା ପ୍ରଚାର ସମିତି, ୱର୍ଦ୍ଧା ଅନ୍ତର୍ଗତ ରାଷ୍ଟ୍ରଭାଷା ପ୍ରାଥମିକ,
Read More...

ଆମେରିକାର ହଷ୍ଟନ ସହରରେ ନୂଆଁଖାଇ ଭେଟଘାଟ

ରାଉରକେଲା/ ଆମେରିକା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଭାଇଚାରାର ପର୍ବ ନୂଆଁଖାଇ ସୁଦୂର ଆମେରିକାର ହଷ୍ଟନ ସହରରେ ପାଳିତ ହୋଇଯାଇଛି । ଏହି ସହରରେ ବସବାସ କରୁଥିବା ପ୍ରାୟ ୨୦୦ ପରିବାର ବିଶେଷ କରି ପଶ୍ଚିମ ଓଡିଶାର ବ୍ୟକ୍ତି ବିଶେଷମାନେ ଏଭଳି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେଠାରେ
Read More...