Browsing Tag

rourakela news

ସ୍ୱାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୨୧ ଜୁଲାଇ ୨୦୨୫: ୭୯ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଆଇଟିଡିଏ ସମ୍ମିଳନୀ କକ୍ଷଠାରେ ଆଜି ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ରାଉରକେଲା ମହାନଗର ନିଗମର ଆୟୁକ୍ତ ଆଶୁତୋଷ କୁଲକର୍ଣ୍ଣୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ରୋଟାରୀ କ୍ଲବ ଭାଇବ୍ରାଣ୍ଟର ଚତୁର୍ଥ ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ଚତୁର୍ଥ ସ୍ଥାପନା ଦିବସ ସେକ୍ଟର ୧୯ ସ୍ଥିତ ସରୋବରଠାରେ ଅନୁଷ୍ଠିତ ହୋଇଯାଇଛି । ରୋଟାରିଆନ ଗଣେଶ୍ୱର ପଟ୍ଟନାୟକ ଓ ରୋଟାରିଆନ ଡ଼ଃ ସଞ୍ଜୁକ୍ତା ପତିଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଏକ୍‌ ସାମ୍ ରଫି ସାହେବ କେ ନାମ୍ ଆସନ୍ତା ୨୮ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ତଥା ସଂଗୀତ ଅନୁଷ୍ଠାନ ସାଇ ସଂଗମ ମ୍ୟୁଜିକାଲ ଏଣ୍ଡ ସୋସିଆଲ ଟ୍ରଷ୍ଟ ତରଫରୁ ମହାନ୍ ଚଳଚ୍ଚିତ୍ର ଜଗତର ଗାୟକ ମହମ୍ମଦ ରଫିଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଏକ୍ ସାମ୍ ରଫି ସାହେବ କି ନାମ୍ ଆସନ୍ତା ୨୮
Read More...

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ : ରାଉରକେଲାରେ କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲା ଆନୁକୁଲ୍ୟରେ ଏହାର କାର୍ଯ୍ୟାଳୟରେ କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହୋଇଯାଇଛି । ଏଥିରେ ସଂସ୍ଥାନର ସଭାପତି ପ୍ରସନ୍ନ କୁମାର ବିନ୍ଧାଣି ସଭାପତିତ୍ୱ କରିଥିଲେ । ବିଶିଷ୍ଟ ସମାଜସେବୀ ତଥା ଚାମ୍ବର ଅଫ୍
Read More...

ପ୍ରଗତି ଉତ୍କଳ ସଂଘର ବର୍ଷା ଆସର

ସମ୍ଭାବନାର ବାର୍ତ୍ତା ନେଇ ଆସେ ବର୍ଷା : ଶ୍ରୀ ହୋତା ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘର ବର୍ଷା ସାହିତ୍ୟ ଆସର ନିଜସ୍ଵ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ
Read More...

୩ଟି ଲୁଟ୍ ଅଭିଯୋଗ ଘଟଣାରେ ରାଉରକେଲା ପୁଲିସ ଦ୍ୱାରା ୨ ଗିରଫ

ରାଉରକେଲା, (ସସ୍ମିତା ପ୍ରଧାନ) : ଲୁଟେରାଙ୍କ ଦ୍ୱାରା ମହିଳାଙ୍କ ବେକରୁ ସୁନାଗହଣା ଛଡ଼ାଇ ନେଇ ପଳାଇଥିବା ଅଭିଯୋଗରେ ରାଉରକେଲା ଝିରପାଣି ଥାନା ପୋଲିସ ତଦନ୍ତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍ ହୋଇଥିବା ସାମଗ୍ରୀକୁ ଉଦ୍ଧାର କରିଛି । ଦୁଇ ଅପରାଧିଙ୍କଠାରୁ ଜବତ କରାଯାଇଥିବା
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବପୂରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ଵ ତଥା
Read More...

ସ୍ୱଚ୍ଛ ସର୍ବେକ୍ଷଣ – ୨୦୨୪ ଶ୍ରେଷ୍ଠ ୧୫ ସହର ମଧ୍ୟରେ ସ୍ଥାନ ପାଇଲା ରାଉରକେଲା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବାସୀଙ୍କ ପାଇଁ ଏକ ଖୁସି ଖବର । ସ୍ଵଚ୍ଛ ସର୍ବେକ୍ଷଣ - ୨୦୨୪ରେ ରାଉରକେଲା ମହାନଗର ନିଗମ ସର୍ବଭାରତୀୟ ସ୍ତରରେ ୧୫ତମ ସ୍ଥାନ ହାସଲ କରିଛି । ଯାହା ସମସ୍ତ ରାଉରକେଲାବାସୀଙ୍କ ପାଇଁ ନିହାତି ଭାବେ ଏକ ଗର୍ବର ବିଷୟ । ଗୁରୁବାର ଦିନ ସ୍ଵଚ୍ଛ
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦ : ନିର୍ମଳ ମୁଣ୍ଡା ନଗର ଶାଖାର
ସାରସ୍ୱତ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ନିର୍ମଳ ମୁଣ୍ଡା ନଗର ଶାଖାର ସାରସ୍ଵତ ସମାରୋହ ଛେଣ୍ଡସ୍ଥିତ ଗୋପବନ୍ଧୁ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଶାଖାର ସଭାପତି ଅବସରପ୍ରାପ୍ତ ପ୍ରାଧ୍ୟାପକ ଗିରିଜା ଶଙ୍କର ଗୋସ୍ୱାମୀଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା, (କେପିଏନ୍‌ଏସ୍‌) : ପ୍ରଦେଶ ଯୁବ କଂଗ୍ରେସ କମିଟିର ସଭାପତି ରଞ୍ଜିତ ପାତ୍ର ଓ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଓ ଉଚ୍ଚ ଶିକ୍ଷା ବିଭାଗ
Read More...