Browsing Tag

rourakela news

ଇସ୍ପାତ୍ ସାହିତ୍ୟରେ ପୁସ୍ତକ ଲୋକାର୍ପଣ ଉତ୍ସବ

ରାଉଲକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକଦ୍ଭଲ୍ୟରେ ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ ପୁସ୍ତକ ଲୋକାର୍ପଣ ଓ ସମୀକ୍ଷା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ଦୀପ୍ତି ମହାନ୍ତିଙ୍କ ଗଳ୍ପ ସଙ୍କଳନ
Read More...

ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ଏସ୍‌ପିସିବିର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ୟୁଥ
Read More...

ଇସ୍ପାତ ଶିଳ୍ପରେ ଶକ୍ତି ସଂରକ୍ଷଣ ସୁଯୋଗ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥାନୀୟ କେନ୍ଦ୍ରର ଇଞ୍ଜିନିୟର୍ସ ସଂସ୍ଥା (ଭାରତ) ଦ୍ୱାରା "ଇସ୍ପାତ ଶିଳ୍ପରେ ଶକ୍ତି ସଂରକ୍ଷଣ ସୁଯୋଗ" ଶୀର୍ଷକ ଉପରେ ଅନଲାଇନ୍ ଏବଂ ଅଫଲାଇନ୍ ମୋଡ୍‌ରେ ଆଲୋଚନାଚକ୍ର ସମ୍ମିଳନୀ କକ୍ଷ ରାଉରକେଲା ସ୍ଥାନୀୟ କେନ୍ଦ୍ର ବିଲ୍ଡିଂ, ଏନଆଇଟି
Read More...

ସ୍ପନ୍ଦନ ଆୟୋଜିତ ୩୬ତମ ଜାତୀୟ ନାଟ୍ୟ ମହୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ ସ୍ପନ୍ଦନ, ରାଉରକେଲା ଡିସେମ୍ବର ୨୦ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସିଭିକ ସେଣ୍ଟରଠାରେ ଆୟୋଜନ କରିବାକୁ ଯାଉଛି ୩୬ତମ ସର୍ବ ଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ମହୋତ୍ସବ ୨୦୨୫ । ବିଭିନ୍ନ ଭାଷାଭାଷୀ ଲୋକମାନେ
Read More...

ଏକତ୍ର ଆୟୋଜିତ ଇସ୍ପାତ ନାଟ୍ୟ ମହୋତ୍ସବ ଉଦଯାପିତ

ଅନ୍ତିମ ସନ୍ଧ୍ୟାରେ ନାଟକ ଅହ୍ୟ ସୁଲକ୍ଷଣୀ ଓ ନିଜ ଠାରୁ ନିଜର ଦୂରତା ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆରଏସପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ
Read More...

ସୁରୁଚି ବଜାରର ୩୩ ବର୍ଷ ଉପଲକ୍ଷେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶାର ଅନ୍ୟତମ ମାର୍କେଟ ସୁରୁଚି ବଜାରର ୩୩ବର୍ଷ ପୂର୍ତ୍ତି ପାଳନ ଅବସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସେକ୍ଟର ୫ ସ୍ଥିତ ସୁରୁଚି ବଜାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ନମ୍ରତା ସେନାପତି ଓ ପଙ୍କଜ ତିୱାରୀଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ତ୍ରିଦିବସୀୟ ଆଧ୍ୟାତ୍ମିକ ସାଧନା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟ ଜୀବନ ସଂଘ ଇସ୍ପାତ ନଗରୀ ଶାଖାର ରୌପ୍ୟ ଜୟନ୍ତୀ ଉପଲକ୍ଷେ ତ୍ରିଦିବସୀୟ ଆଧ୍ୟାତ୍ମିକ ସାଧନା ଶିବିର ସେକ୍ଟର ୭ ସ୍ଥିତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଉଦଘାଟକ ଭାବେ ଋଷିକେଶ ମୁଖ୍ୟ କାର୍ଯ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ସ୍ୱାମୀ
Read More...

ଆର୍‌ଏମ୍‌ସି କମିଶନରଙ୍କ ଅଧ୍ୟକ୍ଷତାରେ ସମନ୍ଵୟ ବୈଠକ ଅନୁଷ୍ଠିତ

ଆଗାମୀ ମାର୍ଚ୍ଚ ସୁଦ୍ଧା ଗର୍ତ୍ତ-ମୁକ୍ତ ହେବ ସହରର ରାସ୍ତାରାସ୍ତା ଖୋଳିବା ପୂର୍ବରୁ ଆର୍‌ଏମ୍‌ସି ଠାରୁ ନେବାକୁ ପଡ଼ିବ ଅନୁମତି ରାଉରକେଲା, (ସସ୍ମିତା ପ୍ରଧାନ) : ସମସ୍ତ ବିଭାଗର ସହଯୋଗରେ ରାଉରକେଲାର ବିକାଶ ଯେପରି ଶୀର୍ଷରେ ପହଞ୍ଚିବ ଏବଂ ଜନସାଧାରଣଙ୍କୁ ଉତ୍ତମ ମାନର ସହରୀ ସେବା
Read More...

ଇସ୍ପାତ ନାଟ୍ୟ ମହୋତ୍ସବର ଦଶମ ସନ୍ଧ୍ୟା

ପ୍ରୟାସ ତରଫରୁ ନାଟକ ସୂର୍ଯ୍ୟୋଦୟ ପୂର୍ବେ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆର୍‌ଏସ୍‌ପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦଶମ ସନ୍ଧ୍ୟାରେ
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶିକାଙ୍କ ରାଉରକେଲା ଗସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୂଚନା ଓ ଲୋକସମ୍ପର୍କ ବିଭାଗର ଉତ୍ତରାଞ୍ଚଳର ଉପ ନିର୍ଦ୍ଦେଶିକା (ସମ୍ବଲପୁର) ଶ୍ରୀମତୀ କଲ୍ୟାଣୀ ଦାଶଙ୍କ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତର ପ୍ରଥମ ଦିବସରେ ରାଉରକେଲା ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ଏହି ଅବସରରେ
Read More...