Browsing Tag

rourakela news

ମାତୃଭାଷାର ପ୍ରଚାର ଓ ପ୍ରସାର ଦିଗରେ ସମସ୍ତଙ୍କ ଉଦ୍ୟମ ଆବଶ୍ୟକ

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ ହୋଇଯାଇଛି । ଏଥିରେ…
Read More...

ରିମ୍ସ ଓ ବି. ସ୍କୁଲ ଫୋରମ ପକ୍ଷରୁ ‘ଡିଜିଟାଲ ସକ୍ଷମ’ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବି. ସ୍କୁଲ ଫୋରମ ଏବଂ ରିମ୍ସର ମିଳିତ ଆନୁକୂଲ୍ୟରେ ଛେଣ୍ଡ ସ୍ଥିତ ରିମ୍ସ ଏଚ୍‌ଆର୍‌ଡି ହଲ ଠାରେ ଜାତୀୟ ମେନେଜମେଣ୍ଟ ଦିବସ ପାଳନ ଅବସରରେ 'ଡିଜିଟାଲ ସକ୍ଷମ' ସମ୍ପର୍କିତ ଆଲୋଚନା ଚକ୍ର ଆଜି ଅନୁଷ୍ଠିତ ହୋଇଯାଇଛି । ରିମ୍ସର ସେକ୍ରେଟାରୀ ଡ଼. ଆର୍ଯ୍ୟ…
Read More...

ବିଶ୍ଵ ମାତୃଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ଆମ୍ବାଗାନ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳନ କରାଯାଇଛି । ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ସଂଯୋଜନା ତଥା ଶିକ୍ଷାବିତ ପ୍ରଶାନ୍ତ…
Read More...

ଅବକାରୀ ବିଭାଗ ଦ୍ଵାରା ଲାଇସେନ୍ସ ପ୍ରାପ୍ତ ଠିପି ବନ୍ଦ ମଦ ଦୋକାନରୁ ନକଲି ବିଦେଶୀ ମଦ ଜବତ : ୩ ଗିରଫ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରରେ ଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନଗୁଡ଼ିକରେ ନକଲି ବିଦେଶୀ ମଦ ବିକ୍ରୟ ହେଉଥିବା ଏବଂ ମୁଦ୍ରିତ ଦାମ୍ ଠାରୁ ଅଧିକ ଦାମ୍ ନେଉଥିବା ବହୁ ଅଭିଯୋଗ ପରେ, ରାଉରକେଲା ଅବକାରୀ ଅଧିକ୍ଷକ ଘଟଣାକୁ ଗୁରୁତର ସହ ନେବା ସହିତ ଓଡିଶା ଅବକାରୀ ଆୟୁକ୍ତଙ୍କ…
Read More...

ସ୍ମୃତି ସାନ୍ତ୍ଵନାର ସ୍ୱତନ୍ତ୍ର ଲେଖିକା ସମ୍ମିଳନୀ

ସମ୍ମାନିତ ହେଲେ ଅଙ୍ଗୁରବାଳା, ସ୍ନେହଲତା, ସୁଧୀରାଲକ୍ଷ୍ମୀ ଓ ସୌଦାମିନୀ ରାଉରକେଲା/ ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : ତ୍ରୈମାସିକ ଓଡ଼ିଆ ପତ୍ରିକା ସ୍ମୃତି ସାନ୍ତ୍ଵନାର ସ୍ୱତନ୍ତ୍ର ରାଜ୍ୟସ୍ତରୀୟ ଲେଖିକା ସମ୍ମିଳନୀ ବୁଦ୍ଧ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । କବି ଅଙ୍ଗୁରବାଳା…
Read More...

ମେଡିକାଲ ରିପ୍ରେଜେଣ୍ଟେଟିଭଙ୍କ ସନ୍ଦେହ ଜନକ ମୃତ୍ୟୁ : ହତ୍ୟା ସନ୍ଦେହ

ରାଉରକେଲା, (ସସ୍ମିତା ପ୍ରଧାନ) : ଶନିବାର ସକାଳେ ରାଉରକେଲାର ସିଭିଲ୍ ଟାଉନସିପ୍ ଅଞ୍ଚଳର ଏକ ଭଡା ଘରୁ ଭାଗିରଥି ସାହୁ ନାମକ ଜଣେ ମେଡିକାଲ୍ ରିପ୍ରେଜେଣ୍ଟେଟିଭଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଅଞ୍ଚଳରେ ଏହା ହତ୍ୟା ଘଟଣା ବୋଲି ସନ୍ଦେହ ସୃଷ୍ଟି କରିବା ସହିତ ଚର୍ଚ୍ଚାର…
Read More...

ଗାଙ୍ଗପୁର ମଜଦୁର ମଞ୍ଚ ସ୍ୱତନ୍ତ୍ର ହୋଇ କାର୍ଯ୍ୟ କରିବା ସହିତ ଆଗାମୀ ନିର୍ବାଚନ ସ୍ୱତନ୍ତ୍ର ଭାବେ ଲଢିବ : ସାଧାରଣ…

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ କାରଖାନାର ସ୍ୱୀକୃତିପ୍ରାପ୍ତ ସଂଗଠନ ଆରଏସ୍ଏସର ସହଯୋଗୀ ଭାବେ ଦୀର୍ଘ ଦିନ ଧରି ରହିବା ପରେ ଗାଙ୍ଗପୁର ମଜଦୁର ମଞ୍ଚ ସ୍ୱତନ୍ତ୍ର ହୋଇ କାର୍ଯ୍ୟ କରିବା ସହିତ ଆଗାମୀ ରାଉରକେଲା ଇସ୍ପାତ କାରଖାନା ସ୍ୱୀକୃତିପ୍ରାପ୍ତ ଶ୍ରମିକ ସଂଗଠନ ନିର୍ବାଚନରେ…
Read More...

ଆଚାର୍ଯ୍ୟ ହରିହର ଦାଶଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଅଗ୍ରଗଣ୍ୟ ସ୍ୱାଧୀନତା ସେନାନୀ, ଆଦର୍ଶ ଶିକ୍ଷକ, ସମାଜ ସଂସ୍କାରକ, ସାହିତ୍ୟିକ ଓ କବି ଆଚାର୍ଯ୍ୟ ହରିହର ଦାଶଙ୍କ ପ୍ରତିମୂର୍ତ୍ତି ଛେଣ୍ଡ ଅଞ୍ଚଳର ଚିନ୍ମୟ ବିଦ୍ୟାଳୟ (ଇ ଏମ୍) ସମୀପସ୍ଥ ଆଚାର୍ଯ୍ୟ ହରିହର ଛକରେ ଭବ୍ୟ ଉତ୍ସବ ମାଧ୍ୟମରେ ଉନ୍ମୋଚନ…
Read More...

ବିଶ୍ଵ ସାମାଜିକ ନ୍ୟାୟ ଦିବସ -୨୦୨୬ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂସ୍କୃତି ଭବନ, ସୁନ୍ଦରଗଡଠାରେ ଅବଦାନ ଯୋଜନା ଅନ୍ତର୍ଗତ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଶ୍ଵ ସାମାଜିକ ନ୍ୟାୟ ଦିବସ -୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାତଃସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ୫୦ ଜଣ…
Read More...

ରାଉରକେଲା ବିମାନବନ୍ଦର ସମ୍ପ୍ରସାରଣ ଏବଂ ନିୟମିତ ବିମାନସେବା ମାମଲା

ବିଧାନସଭାରେ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ରାଜକୋଷ ବୃଦ୍ଧି କରିବାରେ ପ୍ରମୁଖ ଭୂମିକା ନେଇଆସୁଥିବା ତଥା ଓଡ଼ିଶାର ଅନ୍ୟତମ ଶିଳ୍ପ ରାଜଧାନୀ ଭାବେ ମଧ୍ୟ ପରିଚିତ ଆମର ଏଇ ସ୍ମାର୍ଟ ସିଟି…
Read More...