shyamal
Browsing Tag

rourkela news

ସ୍ୱାମୀ ଶିବାନନ୍ଦଜୀ ମହାରାଜଙ୍କ ୧୩୭ତମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦି ଡିଜାଇନ୍ ଲାଇଫ ସୋସାଇଟି, ରାଉରକେଲା ଶାଖା ଆନୁକୂଲ୍ୟରେ ଛେଣ୍ଡ ସ୍ଥିତ ଶିବାନନ୍ଦ ଆଶ୍ରମ ଠାରେ ସ୍ୱାମୀ ଶିବାନନ୍ଦଜୀ ମହାରାଜଙ୍କ ୧୩୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱାମୀ ବ୍ରହ୍ମସାକ୍ଷାତକାରନନ୍ଦ ଯୋଗଦେଇ ସ୍ୱାମୀ
Read More...

ସହରର ବିଭିନ୍ନ ସମସ୍ୟା ପାଇଁ ରାଉରକେଲା ବିକାଶ ମଞ୍ଚର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ରାଉରକେଲା ବିକାଶ ମଞ୍ଚର ଏକ ସାଧାରଣ ବୈଠକ ଆମ୍ବାଗାନ ସ୍ଥିତ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା । ବିକାଶ ମଞ୍ଚର ଆବାହକ ଡ଼କ୍ଟର ସୁମନ ଦତ୍ତଙ୍କ ଆବାହକତ୍ୱ
Read More...

ରାଉରକେଲା ଉପହାରରେ ଗୁରୁଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଦିବସ ଅବସରରେ ଆଜି ସେକ୍ଟର - ୧୮ ଉପହାର ଠାରେ ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ପକ୍ଷରୁ ପୂଜ୍ୟପୂଜା ଉତ୍ସବର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏନ୍ଆଇଟି ରାଉରକେଲାର ନିର୍ଦ୍ଦେଶକ ପ୍ରଫେସର କେ. ଉମା
Read More...

ବିଭିନ୍ନ ଦାବି ନେଇ ସି.ପି.ଆଇ.ଏମ୍‌ର ବିକ୍ଷୋଭ, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରରେ ବ୍ୟାପକ ଭାବରେ ବଢୁଥିବା ଡେଙ୍ଗୁର ତଡିତ ପ୍ରତିକାର ପାଇଁ ପ୍ରଶାସନ ପଦକ୍ଷେପ ନେବା, ଅତ୍ୟାବଶ୍ୟକୀୟ ଖାଦ୍ୟ ସାମଗ୍ରୀ ଆଳୁ, ପିଆଜ ଓ ଅନ୍ୟାନ୍ୟ ସାମଗ୍ରୀର ଦରଦାମ ନିୟନ୍ତ୍ରଣ କରିବା, ଥଇଥାନ ନ କରି ବସ୍ତି ଉଛେଦ ବନ୍ଦ କରିବା ଓ ସରକାର
Read More...

ବିଶ୍ଵ ଶାନ୍ତି ଦିବସରେ ବିଭିନ୍ନ ରାଷ୍ଟ୍ରରେ ଶାନ୍ତି ପ୍ରତିଷ୍ଠା ଓ ଜନଗଣଙ୍କୁ ମୌଳିକ ସୁବିଧା ଯୋଗାଇଦେବା ଦାବିରେ…

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ଵ ଶାନ୍ତି ଦିବସରେ ଦେଶର ସମସ୍ତ ବାମପନ୍ଥୀ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନମାନଙ୍କ ପକ୍ଷରୁ ଏହି ଦିବସକୁ ଆକ୍ସନ ଡେ. ଭାବରେ ଦେଶ ତମାମ ଶୋଭାଯାତ୍ରା, ବିକ୍ଷୋଭ ଓ ପଟୁଆର ମାଧ୍ୟମରେ ପାଳନ କରିବାକୁ ଡାକରା ଦିଆଯାଇଥିବା ବେଳେ ରାଉରକେଲା ସେକ୍ଟର ୨ ବିଜୁ
Read More...

ସେୟାର୍‌ର ଜାତୀୟ କ୍ରୀଡା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଅନୁଷ୍ଠାନ ସେୟାର୍‌ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ରାଉରକେଲା କ୍ଲବଠାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ସହର ପ୍ରଶାସନର ମୁଖ୍ୟ ମହାପ୍ରବନ୍ଧକ ପ୍ରତାପ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଚକ୍ଷୁ
Read More...

କବୟିତ୍ରୀ ଲୋପାମୁଦ୍ରା ଜେନା ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : କବୟିତ୍ରୀ ଲୋପାମୁଦ୍ରା ଜେନା ଜଣେ ସୁଲେଖିକା ଏବଂ କବୟିତ୍ରୀ ଭାବରେ ରାଜ୍ୟରେ ସୁପରିଚିତ । ଭାଷା ସାହିତ୍ୟକୁ ଅବଦାନ ପାଇଁ ଭାରତ ସରକାରଙ୍କ ଅନୁମୋଦିତ ଲିଜେଣ୍ଡାରୀ ପିସ୍ ଆୱାର୍ଡ଼ କାଉନସିଲ ତରଫରୁ ନୂଆଦିଲ୍ଲୀ ଠାରେ ଡକ୍ଟରେଟ୍ ଉପାଧିରେ ସମ୍ମାନିତ
Read More...

ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ଆଲୋଚନାଚକ୍ର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ବିଦାୟୀ ଛାତ୍ରଛାତ୍ରୀ ତଥା ନବାଗତ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅବସରରେ 'ଉଦୟ ଓ ଅସ୍ତର ରଙ୍ଗ ଲୋହିତ' ଶୀର୍ଷକ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । ଏହି
Read More...

ବାସନ୍ତୀ ପାଠାଗାରର ଶିଶୁ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବାସନ୍ତୀ ପାଠାଗାରର ସଭାଗୃହରେ ୩ୟ ଶିଶୁ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସମ୍ପାଦକ ଅଜୟ କୁମାର ପ୍ରଧାନଙ୍କ ଆବାହକତ୍ଵ ଓ ସଭାପତି ଶକ୍ତି ପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗୀଆ ଓରାମଙ୍କ ଦଶାହ ଶ୍ରାଦ୍ଧକ୍ରିୟା ଦିବସରେ ପହଞ୍ଚିଲେ ଓଡିଶା ମୁଖ୍ୟମନ୍ତ୍ରୀ…

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମାନ୍ୟବର ଇସ୍ପାତ, ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଆଜି ସୁନ୍ଦରଗଡ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗୀଆ ଓରାମଙ୍କ ଦଶାହ ଶ୍ରାଦ୍ଧ କ୍ରିୟା ଦିବସରେ
Read More...