Browsing Tag

rourkela news

ଲେଡି ଲାୟନ ତରଫରୁ ରକ୍ତଦାନ ଶିବିର ଓ କଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳା ସଂଗଠନ ଲେଡି ଲାୟନ ତରଫରୁ କଳା ଦିବସ ଓ ରକ୍ତଦାନ ଶିବିର ଝିରପାଣି ସ୍ଥିତ ସାଇନିଂ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବନ୍ଦିତା ମାହତୋଙ୍କ ସଭାପତିତ୍ୱ ଓ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଏକତା ମହିଳା ମଂଚ ତରଫରୁ ସହିଦ ଓ ପିତୃମାତୃ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ମଂଚ ତରଫରୁ କୋଏଲନଗର ସ୍ଥିତ ସି' ବ୍ଲକ ପାର୍କ ଠାରେ ସହିଦ ଓ ପିତୃମାତୃ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତି ମହାନ୍ତିଙ୍କ ସଭାପତିତ୍ୱ ଓ ସଂପାଦିକା ଅଂଶୁପା ଦଳେଇଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ
Read More...

ଆଦର୍ଶ ପାଠାଗାର ପୁସ୍ତକ ମେଳାର ଉଦ୍‌ଯାପନୀ ଦିବସ

କବିର ଦରଦୀ ଇଲାକାର ବଂଧୁ ହେଉଛି କବିତା ରାଉରକେଲା, (ସସ୍ମିତା ପ୍ରଧାନ) : କବିର ଦରଦୀ ଇଲାକାର ବଂଧୁ ହେଉଛି କବିତା । ଭଲ ମଣିଷ ହେବାକୁ ହେଲେ ଆମ ଭିତରେ ଥିବା ମଣିଷତ୍ୱକୁ ଜାଗ୍ରତ କରିବାକୁ ପଡିବ, ଏଥିପାଇଁ ସାହିତ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ଆଦର୍ଶ ପାଠାଗାର
Read More...

ଆଦର୍ଶ ପାଠାଗାରର ନବମ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ନବମ ସଂଧ୍ୟାରେ ସମ୍ବାଦ ସାହିତ୍ୟ ଘର ତରଫରୁ ସାହିତ୍ୟ ଚର୍ଚ୍ଚା ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଲୋକ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆରଏସପିର ମହାପ୍ରବନ୍ଧକ ବିଜୟ
Read More...

ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ୍, ୩୦ରୁ ଉର୍ଦ୍ଧ୍ଵ ଗୁରୁତର

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଡୋଲାକୁଦର ରାସ୍ତାରେ ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୩୦ରୁ ଉର୍ଦ୍ଧ୍ଵ ଶ୍ରମିକ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Read More...

ଆନ୍ତର୍ଜାତୀୟ କରାଟେ ପ୍ରତିଯୋଗିତାରେ ରାଉରକେଲା ପ୍ରତିଯୋଗୀଙ୍କ କୃତିତ୍ୱ ହାସଲ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିରା ସୁତକାନେ କରାଟେ ଆସୋସିଏସନ୍‌ର ୬ଷ୍ଠ ଆନ୍ତର୍ଜାତୀୟ କରାଟେ ଚମ୍ପିୟାନସିପ ଆନ୍ଧ୍ରପ୍ରଦେଶ ବିଶାଖାପାଟଣାର ସ୍ୱର୍ଣ୍ଣଭାରତୀ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ଭାଇଜାଗର ବିଧାୟକ ପି ଜି ଭିଆର ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି
Read More...

ବସୁଧୈବ କୁଟୁମ୍ବକମ୍‌ର ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଦ୍ୱାରା ଆୟୋଜିତ ୨୮ତମ ପୁସ୍ତକ ମେଳାର ୭ମ ଦିବସରେ ପ୍ରଥମ ଅଧିବେଶନ ସହରର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ୍ ଆୟୋଜନ କରିଥିଲା ସାହିତ୍ୟ ଆଲୋଚନା ଓ କବିତା ପାଠୋତ୍ସବ । ଏହି ଆଲୋଚନା ସଭାରେ ମୁଖ୍ୟ ଅତିଥି ଭାବେ
Read More...

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୯ତମ ପୁଣ୍ୟତିଥିରେ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଓ ରକ୍ତଦାନ ଶିବିର…

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିବର୍ଷ ପରି ରାଉରକେଲାର ଅଗ୍ରଣୀ ସାହିତ୍ୟ-ସଂସ୍କୃତି ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୯ତମ ପୁଣ୍ୟତିଥି ପାଳନ ସହ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସକାଳେ ଷ୍ଟେସନ ସମ୍ମୁଖରେ ସଂଘ ଦ୍ୱାରା ସ୍ଥାପିତ
Read More...

ଯୁବ ବିକାଶ ମଞ୍ଚର ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଇକୋକଛାର ଗ୍ରାମ ଠାରେ ଯୁବ ବିକାଶ ମଞ୍ଚ ଓ ଜେପି ହସପିଟାଲ୍‌ର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ମଂଚର ସଭାପତି ସୁରେନ୍ଦ୍ର ଏକ୍କାଙ୍କ ସଭାପତିତ୍ୱ ଓ ସଂପାଦକ ସୁଶୀଲ ଲାକ୍ରାଙ୍କ ଆବାହକତ୍ୱରେ ଆୟୋଜିତ
Read More...

ପୁସ୍ତକ ମେଳାର ତୃତୀୟ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ତୃତୀୟ ସଂଧ୍ୟାରେ କଲ୍‌ଚରାଲ ଏକାଡ଼େମୀ ତରଫରୁ ଭଗବତୀ ଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ପାଳନ ସହ କବିତା ପାଠୋତ୍ସବ କରାଯାଇଛି । ଏକାଡେମୀର ସଭାପତି ଡ. ପ୍ରଭାତ କୁମାର ମଲ୍ଲିକଙ୍କ ସଭାପତିତ୍ୱ ଓ ଡ. ନଗେନ ଦାସଙ୍କ
Read More...