Browsing Tag

rourkela news

ଯୁବ ବିକାଶ ମଞ୍ଚର ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଇକୋକଛାର ଗ୍ରାମ ଠାରେ ଯୁବ ବିକାଶ ମଞ୍ଚ ଓ ଜେପି ହସପିଟାଲ୍‌ର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ମଂଚର ସଭାପତି ସୁରେନ୍ଦ୍ର ଏକ୍କାଙ୍କ ସଭାପତିତ୍ୱ ଓ ସଂପାଦକ ସୁଶୀଲ ଲାକ୍ରାଙ୍କ ଆବାହକତ୍ୱରେ ଆୟୋଜିତ
Read More...

ପୁସ୍ତକ ମେଳାର ତୃତୀୟ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ତୃତୀୟ ସଂଧ୍ୟାରେ କଲ୍‌ଚରାଲ ଏକାଡ଼େମୀ ତରଫରୁ ଭଗବତୀ ଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ପାଳନ ସହ କବିତା ପାଠୋତ୍ସବ କରାଯାଇଛି । ଏକାଡେମୀର ସଭାପତି ଡ. ପ୍ରଭାତ କୁମାର ମଲ୍ଲିକଙ୍କ ସଭାପତିତ୍ୱ ଓ ଡ. ନଗେନ ଦାସଙ୍କ
Read More...

୭୪ତମ ସାଧାରଣତନ୍ତ୍ର ଦିବସରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଂଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ୭୪ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରେ ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ପ୍ରସନ୍ନ କୁମାର ତ୍ରିପାଠୀ ଓ ବିପିନ ବିହାରୀ ପଟ୍ଟନାୟକଙ୍କ ନେତୃତ୍ୱରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଂଟନ କରାଯାଇଥିଲା । ସାଧାରଣତନ୍ତ୍ର ଦିବସର ମୁଖ୍ୟ
Read More...

୨୮ତମ ପୁସ୍ତକ ମେଳା ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ଆୟୋଜିତ ୨୮ତମ ପୁସ୍ତକ ମେଳା ଗତକାଲି ଭଂଜଭବନ ଠାରେ ଉଦ୍‌ଘାଟିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ରାଧାକାନ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚ୍ୟାମ୍ବର ଅଫ୍ କମର୍ସର
Read More...

ରାଉରକେଲା ମହାବିଦ୍ୟାଳୟର ‘ବାର୍ଷିକ ଉତ୍ସବ’ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଶିକ୍ଷା ବର୍ଷ ପାଇଁ 'ବାର୍ଷିକ ଉତ୍ସବ' ଏବଂ 'ବାର୍ଷିକ ନାଟ୍ୟ ଉତ୍ସବ' ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା ପ୍ରଫେସର ସୁଜାତା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ଆଧୁନିକ ନାଟକର ବାର୍ତ୍ତାବହ କାଳୀଚରଣ ପଟ୍ଟନାୟକ ଓ ରକ୍ତମାଟି ସଂପର୍କରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ୧୨୫ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ ଆଲୋଚନାଚକ୍ର 'ଆଧୁନିକ ନାଟକର ବାର୍ତ୍ତାବହ କାଳୀଚରଣ ପଟ୍ଟନାୟକ ଓ ନାଟକ ରକ୍ତମାଟି' ସେକ୍ଟର ୭ ସ୍ଥିତ ଇସ୍ପାତ ସାହିତ୍ୟ ସଂସଦ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରୟାସର ମୁଖ୍ୟ
Read More...

ସେଣ୍ଟପଲ ସ୍କୁଲରେ ରକ୍ତଦାନ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ସ୍ଥିତ ସେଣ୍ଟପଲ ସ୍କୁଲରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଫାଦର ଯୋଶେଫ ଆମଦୋଦନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍କୁଲର କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ସକ୍ରିୟ
Read More...

ଶ୍ରୀ ଆଖଣ୍ଡଳମଣି ମହାଦେବ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଆସନ୍ତା ୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ସିଟି କଲୋନୀ ରାମଗଡ ବସ୍ତି ଠାରେ ଶ୍ରୀ ଆଖଣ୍ଡଳମଣି ମହାଦେବ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଆସନ୍ତା ଫେବୃୟାରୀ ମାସ ୬ ତାରିଖରୁ ୧୦ ତାରିଖ ଯାଏ ଅନୁଷ୍ଠିତ ହେବ । ଏଥି ନିମନ୍ତେ ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭାର ସପ୍ତ ମୂର୍ତ୍ତି ପରମ ବୈଦିକ,
Read More...

ଚୈନପୁର ଗ୍ରାମରେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିର ସୁରକ୍ଷା ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଅପରାହ୍ନ ୩ଟା ବେଳେ ଚକ୍ରଧରପୁର ବ୍ଲକ ଅନ୍ତର୍ଗତ ଚୈନପୁର ଗ୍ରାମରେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିର ସୁରକ୍ଷା ପାଇଁ ଓଡ଼ିଆ ଭାଷା ଭାଷୀ ଗ୍ରାମବାସୀ ଆନ୍ଦୋଳନ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମତପ୍ରକାଶ କରିଥିଲେ । ଅଶୋକ ଷଡ଼ଙ୍ଗୀ, ଡ. ନାଗେଶ୍ଵର
Read More...

ମାନବବାଦୀ ଲେଖକ ଫକୀର ମୋହନଙ୍କ ସଂପର୍କରେ ଆଲୋଚନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋପବନ୍ଧୁ ପାଠାଗାର ଓ ସ୍ଵସ୍ତି ସାହିତ୍ୟ ସଂସଦର ମିଳିତ ସହଯୋଗରେ ସତ୍ୟବାଦୀ ପ୍ରକୋଷ୍ଠ ଠାରେ ସଂସଦର ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର କୁମାର ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ
Read More...