ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଘଟଣାରେ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି, ୨ ଅଧିକାରୀ ନିଲମ୍ବିତ
ରାଉରକେଲା : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ପହଂଚିଛି । ଆଜି ସକାଳୁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ ହେବା ଯୋଗୁଁ ୧୦ ଜଣ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ କର୍ମଚାରୀ ଅସୁସ୍ଥ ହୋଇ ପଡିଥିଲେ । ସେମାନଙ୍କ ମଧ୍ୟରୁ ପ୍ରଥମେ!-->…
Read More...
Read More...