Browsing Tag

rourkela news

ହମିରପୁର ଉନ୍ନୟନ ପରିଷଦ ତରଫରୁ ମହାବିଷୁବ ସଂକ୍ରାନ୍ତି ଓ ଆମ୍ବେଦକର ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ତରଫରୁ ହମିରପୁରରେ ଥିବା ସାଇ ମନ୍ଦିର ପ୍ରାଙ୍ଗଣରେ ଓଡ଼ିଆ ନୂଆ ବର୍ଷକୁ ସ୍ୱାଗତ ଓ ଡ଼କ୍ଟର ବି. ଆର. ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ଏଥିରେ ପରିଷଦର ସଭାପତି ଡ଼କ୍ଟର ସୁମନ ଦତ୍ତ ସଭାପତିତ୍ୱ କରି ସମସ୍ତଙ୍କୁ
Read More...

ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ସିଟି ତରଫରୁ ଏକ ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ସେକ୍ଟର ୫ ଗୋଲଘର ସ୍ଥିତ ବିଶ୍ୱଭାରତୀ ବିଦ୍ୟା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅନୁଷ୍ଠାନର ସଭାପତି ରୋଟାରୀଆନ ଆନାବେଲ ଡିସୌଜା ସ୍ୱାଗତ ଭାଷଣ ସହ ଅନୁଷ୍ଠାନର
Read More...

ଆଦର୍ଶ ପାଠାଗାରର ବିଷୁବ ମିଳନ ୨୦୨୩ ଆସନ୍ତା କାଲି ସଂଧ୍ୟା ୭ଟାରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ବିଷୁବ ମିଳନ ୨୦୨୩ ଆସନ୍ତା କାଲି ସଂଧ୍ୟା ୭ ଘଟିକା ସମୟରେ ଆଦର୍ଶ ସାହିତ୍ୟ ଘରେ ପାଳନ କରାଯିବ ବୋଲି ଜଣାପଡ଼ିଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ
Read More...

‘ଆମ ରାଉରକେଲା’ ଉପରେ ଆଲୋଚନାଚକ୍ର ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଅନନ୍ତ ଉଦୟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଉରକେଲାର ସିଭିକ ସେଣ୍ଟରଠାରେ 'ଆମ ରାଉରକେଲା' ଉପରେ ଆଲୋଚନାଚକ୍ର, ବକ୍ତୃତା, ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବର ପ୍ରଥମ ସୋପାନରେ 'ଆମ ରାଉରକେଲା' ଉପରେ ଏକ ଆଲୋଚନାଚକ୍ର
Read More...

ବରସୁଆଁରେ ଉତ୍କଳ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବରସୁଆଁ ଖଣି ଅଂଚଳରେ ଥିବା ଓଡିଆ ଅନୁଷ୍ଠାନ 'ପ୍ରଗତି' ତରଫରୁ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସତ୍ୟ ନାରାୟଣ ବେହେରାଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବସନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ଅନ୍ୱେଷଣ’ର ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାସ୍ଥ୍ୟ, ଶିକ୍ଷା, ପରିବେଶ, କିଶୋରୀ ବାଳିକାମାନଙ୍କୁ ଜୀବନ ଗଠନ କ୍ଷେତ୍ରରେ ମୁଖ୍ୟ ସ୍ରୋତରେ ସାମିଲ କରିବା ସର୍ବୋପରି ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ୨୦୦୭ ମସିହା ଏପ୍ରିଲ ପହିଲା ପବିତ୍ର ଉତ୍କଳ ଦିବସରେ 'ଅନ୍ୱେଷଣ' ନାମକ ଏକ
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଓ ବାଲିଯୋଡି ସ୍ଥିତ ଉତ୍କଳମଣି ଗୋପବନ୍ଧୁ ପ୍ରତିମୂର୍ତ୍ତି ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅନୁଷ୍ଠାନର ଉପସଭାପତି ମିନତୀ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପାନପୋଷ ପ୍ରାକ୍ତନ
Read More...

ଗୋପବନ୍ଧୁ ପାଠାଗାର ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ-ସଂସ୍କୃତି ଅନୁଷ୍ଠାନ ଗୋପବନ୍ଧୁ ପାଠାଗାର ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଗତକାଲି ସକାଳେ ପାଠାଗାରର ସଦସ୍ୟମାନଙ୍କ ଦ୍ୱାରା ଛେଣ୍ଡ୍ କଲୋନୀରେ ସ୍ଥାପିତ ଉତ୍କଳମଣି ଗୋପବନ୍ଧୁ, ଉତ୍କଳ
Read More...

ସ୍ଥାୟୀ ଜୀବନଶୈଳୀ ଓ ଶକ୍ତି ସଂରକ୍ଷଣ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ସେକ୍ଟର ୬ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟଠାରେ ସ୍ଥାୟୀ ଜୀବନଶୈଳୀ ଓ ଶକ୍ତି ସଂରକ୍ଷଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା
Read More...

ଶାରଳା ସାଂସ୍କୃତିକ ପରିଷଦର ୫୨ତମ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ଶାରଳା ସାଂସ୍କୃତିକ ପରିଷଦର ୫୨ତମ ବାର୍ଷିକୋତ୍ସବ ଓ ଆଦିକବି ସାରଳା ଦାସ, ଶାରଳା ସାହିତ୍ୟ ଓ ଶାରଳା ଠାକୁରାଣୀଙ୍କ ସଂପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଆର୍ତ୍ତ ଭଞ୍ଜନ ମଲ୍ଲିକଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ
Read More...