Browsing Tag

rugudipada durgapuja

ରୁଗୁଡିପଡା ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଯାଇଛି । ମା'ଙ୍କ ମୃଣ୍ମୟୀ ମୂର୍ତି ନିର୍ମାଣ ପାଇଁ ବୈଦିକ ରୀତିନୀତି ଅନୁସାରେ ଆଜି ଭାଦ୍ରବ ଶୁକ୍ଳ ନବମୀ ତିଥିରେ ବିଲ୍ୱ ବୃକ୍ଷ ମୂଳରୁ ମୃତ୍ତିକା ସଂଗ୍ରହ କରାଯାଇଛି ।
Read More...