Browsing Tag

saintala news

ବିଦ୍ୟୁତ ତାର ଚୋରି ଘଟଣାରେ ୪ ଅଭିଯୁକ୍ତ ଗିରଫ : ମାରୁତି ଗାଡି ସହ ଅନ୍ୟାନ୍ୟ ସାମଗ୍ରୀ ଜବତ

ସଇଁତଲା : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଅଞ୍ଚଳରେ ବିଦ୍ୟୁତ ତାର ଚୋରି ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଏ ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରି ସଇଁତଲା କୋର୍ଟକୁ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଟିଟିଲାଗଡ଼ ଜେଲ ହାଜତକୁ ପଠାଇଦେଇଛି । ଏନେଇ ଥାନା
Read More...

ବୁଢାବାହାଲରେ ପଞ୍ଚାୟତସ୍ତରୀୟ ଯାଦବ ଭବନ ଗୃହ ଉଦ୍‌ଘାଟିତ

ସଇଁତଲା,(କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବୁଢାବାହାଲ ପଞ୍ଚାୟତ ଠାରେ ଗୁରୁବାର ଯାଦବ ଭବନ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏହି ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯାଦବ ମହାସଭାର ସଭାପତି ଲକ୍ଷଣ ବାଗ ଯୋଗଦାନ କରି ସମସ୍ତ
Read More...

ପ୍ରଧାନ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବୁଢାବାହାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ବରୁଣ କୁମାର ସାହୁଙ୍କୁ ସ୍କୁଲ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଲୀପ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ସଇଁତଲାରେ ମହାଶିବରାତ୍ରି ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ କଂସ ଦରବାର

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗୀର ଜିଲ୍ଲା ସଇଁତଲା ସ୍ଥିତ ଲାନ୍ଥନଦୀ କୂଳରେ ଥିବା ଭୂତେଶ୍ୱର ବାବା ପୀଠରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମହାଶିବରାତ୍ରି ମେଳା ଉପଲକ୍ଷେ ମଙ୍ଗଳବାର ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍‌ଘାଟନ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବରେ ପୂର୍ବତନ
Read More...

ବେଲଗାଁରେ କେନ୍ଦୁପତ୍ର ତୋଳାଳି ସଂଘର ଆନ୍ଦୋଳନ : ୧୨ ମାସ କାର୍ଯ୍ୟବୃଦ୍ଧି ଦାବି

ସଇଁତଲା, (ଖୁସିରାନୀ ସାହୁ) : ଓଡିଶା କେନ୍ଦୁପତ୍ର ତୋଳାଳି ସଂଘ ପକ୍ଷରୁ ବିଭିନ୍ନ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବା ସହ ଆନ୍ଦୋଳନ କରୁଥିବା ବେଳେ ଟିଟିଲାଗଡ଼ ଉପଖଣ୍ଡ ବେଲଗାଁ ରେଞ୍ଜ ଠାରେ ଆଜି କେନ୍ଦୁପତ୍ର ତୋଳାଳି ସଂଘର ଆନ୍ଦୋଳନ ଦେଖିବାକୁ ମିଳିଥିଲା । କେନ୍ଦୁପତ୍ର
Read More...

ଜଳୁଛି ଜଙ୍ଗଲ, ନିଦା ବିଷ୍ଣୁ ବନ ବିଭାଗ

ସଇଁତଲା, (ଖୁସିରାନୀ ସାହୁ) : ଟିଟିଲାଗଡ଼ରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଙ୍ଗଲରେ ନିଆଁ ଲାଗି ତାତି ବଢ଼ିବାରେ ଲାଗିଛି । ଟିଟିଲାଗଡ଼ ବନଖଣ୍ଡ ସଇଁତଲା ବ୍ଲକ ଘୁନସର ଜଙ୍ଗଲରେ ନିଆଁ ଲାଗି ଅନେକ ଗଛ ପୋଡି ପାଉଁଶ ହୋଇ ଯାଇ ଥିବାବେଳେ ନିଦା ବିଷ୍ଣୁ ସାଜିଛି ବନ ବିଭାଗ ।
Read More...

ହୋହାଲ୍ଲାରେ ଶେଷ ହେଲା ସଇଁତଲା ବ୍ଲକର ମନରେଗା ଜନ ଶୁଣାଣି

ସଇଁତଲା, (ଖୁସିରାନୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ବେଲଗାଁ ଗ୍ରାମ ପଂଚାୟତର କଲ୍ୟାଣ ମଣ୍ଡପ ଠାରେ ବ୍ଲକ ପ୍ରଶାସନ ପକ୍ଷରୁ ମନରେଗା ଯୋଜନାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ସଇଁତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ଅଧ୍ୟକ୍ଷତାରେ
Read More...

ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର

ସଇଁତଳା, (କେପିଏନ୍‌ଏସ୍‌) : ବ୍ଲକସ୍ତରୀୟ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ସଇଁତଳା ସରକାରୀ ବାଳିକା ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନୟ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ସଇଁତଲାରେ ସାମ୍ବାଦିକ ସଂଘର ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବିବେକାନନ୍ଦ ପାଠାଗାର ପରିସରରେ କାର୍ଯ୍ୟରତ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ମୁଖ୍ୟଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ଯୋଗଦାନ କରି
Read More...

କଣ୍ଟାବାଞ୍ଜିରୁ ୧୨ଟି ବୋମା ଜବତ ଘଟଣା : ଦୁଇ ଜଣ କର୍ମଚାରୀ ନିଲମ୍ବିତ

ସଇଁତଲା, (ଖୁସିରାନୀ ସାହୁ) : କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ଆଜି ୧୨ଟି ବୋମା ଜବତ ଘଟଣାରେ ଦୁଇ ଜଣ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ସଇଁତଲା ଥାନା ବଡ଼ମାଲ ଗୋଳାବାରୁଦ କାରଖାନାର ଦୁଇ ଜଣ କର୍ମଚାରୀ କାର୍ୟ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ନିଲମ୍ବିତ ହୋଇଥିବା
Read More...