କେଦୁପତ୍ର ତୋଳାଳିଙ୍କ ଟଙ୍କା ହଡ଼ପ ନେଇ ଅଭିଯୋଗ : ତଦନ୍ତ ପାଇଁ ଦାବୀ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ସର୍କଲ କଂସର ଗ୍ରାମର ପତ୍ର ତୋଳାଳିଙ୍କ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି । ତେବେ ଏହାର ତଦନ୍ତ କେବେ ହେବ ତାହାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସୂଚନା ମତେ, କଅଁସର ଗ୍ରାମର କେନ୍ଦୁପତ୍ର!-->…
Read More...
Read More...