ସଇଁନ୍ତଲା ବାଳିକା ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବାଳିକା ବିଦ୍ୟାଳୟ ପରିସରରେ ଆଜି ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳ ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ ।!-->…
Read More...
Read More...