ଭଙ୍ଗା ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ
ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକମାନଙ୍କ ପାଇଁ ଆବାସ ଯୋଜନାରେ ସାମିଲ କରି ଘର ଯୋଗାଇ ଦେଉଥିବା ବେଳେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଅସର ପଞ୍ଚାୟତ ଭେଜିପଦର ଗ୍ରାମରେ ବସବାସ କରୁଛନ୍ତି ବୃଦ୍ଧ ପମ୍ପତି ଜଗମନ ମହାକୁର(୫୮), ଅଏଲା ମହାକୁର(୫୪) ।!-->…
Read More...
Read More...