ବିଜେପି ନେତା ମହେନ୍ଦ୍ର ଠାକୁରଙ୍କ ପିତୃ ବିୟୋଗ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଧରପଗଡ଼ ଗ୍ରାମର ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ଠାକୁରଙ୍କ ପିତା ଲଷ୍ମୀଧର ଠାକୁର(୧୦୧)ଙ୍କ ପରଲୋକ ଘଟିଛି । ତାଙ୍କର ମୃତ୍ୟୁ ଖବର ପ୍ରସାର ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଅଞ୍ଚଳରେ ବେଶ ଜଣାଶୁଣା!-->…
Read More...
Read More...