ଡେଙ୍ଗ ହାଇସ୍କୁଲ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଡେଙ୍ଗ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ କଲୋନୀପଡା ଓ ବିଦ୍ୟାଳୟ ପରିସରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଉଇଛି । ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶଙ୍କ!-->…
Read More...
Read More...