ଘୁନସରରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ମହିପୁର ବିଜୟୀ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ବଣାବିଜାର ଖେଳ ପଡିଆ ଠାରେ ୨୪ ତମ ଅରବିନ୍ଦ ଯୁବକ ସଂଘ ଆନୁକୂଲ୍ୟରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ତେବେ ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ସନ୍ତୋଷ!-->…
Read More...
Read More...