ବେଲଖଣ୍ଡି ଶିବ ମନ୍ଦିରରେ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁଙ୍କ ଭିଡ଼
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲା ସୀମାନ୍ତରେ ଥିବା ଐତିହାସିକ ବେଲଖଣ୍ଡି ଶିବ ମନ୍ଦିର ଆଜି କାର୍ତ୍ତିକ ପୂର୍ଣ୍ଣିମା ଦିନରେ ଭଗବାନ ଶିବଙ୍କୁ ଦର୍ଶନ କରିବା ପାଇଁ ଦୂର ଦୁରନ୍ତରୁ ଲୋକମାନେ ଦର୍ଶନ କରିବା ପାଇଁ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଛି!-->…
Read More...
Read More...