ବେଲଗାଁ ୨୪ ଘଣ୍ଟା ଓ କରମତଲାରେ ୭୨ ଘଣ୍ଟା ସଟ ଡାଉନ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଅଞ୍ଚଳରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବେଲଗାଁ ସରପଞ୍ଚ ଶିର ରଣା ପଞ୍ଚାୟତକୁ ୨୪ ଘଣ୍ଟା ପାଇଁ ସଟଡାଉନ କରିଛନ୍ତି । ଏଥିରେ ଜରୁରୀକାଳୀନ ସେବା ବ୍ୟତୀତ ଅନ୍ୟ ସବୁ ଦୋକାନ ବଜାର ଏବଂ ଜନସାଧାରଣଙ୍କ!-->…
Read More...
Read More...