ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ : ଅଭିଯୁକ୍ତ ଅଟକ, ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସର ତଦନ୍ତ…
ସଇଁତଲା, (ପ୍ରମୋଦ ସେଲମା) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ଅପରାହ୍ନରେ ନିଜ ବଡ଼ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟାକଲା ସାନ ଭାଇ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ମହଗାଁ ଗ୍ରାମରେ । ମୃତ ବ୍ୟକ୍ତିଙ୍କ ନାମ ବେଲାର ରଣା (୫୪) ବୋଲି!-->…
Read More...
Read More...