ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଉଦ୍ଯାପିତ : ସମ୍ବଲପୁରୀ ଗୀତନାଚରେ ଦୁଲ୍କିଲା ମଞ୍ଚ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସଇଁତଲା ପଞ୍ଚାୟତ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଡିଆଠାରେ ଗୁରୁବାର ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି । ସଇଁତଲା ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ!-->…
Read More...
Read More...