ଯୁବ ଓଡିଶା ଓ ନବୀନ ଓଡିଶା କାର୍ଯ୍ୟକ୍ରମରେ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟ +୨ ବିଜ୍ଞାନ ଧନ୍ଦାମୂଳକ ଚାମ୍ପିଆନ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲାସ୍ଥିତ ପଞ୍ଚାୟତ ସମିତି ମହାବିଦ୍ୟାଳୟଠାରେ ଚାଲିଥିବା ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟାପକ ସୁରେଶ ଚନ୍ଦ୍ର ବାଗଙ୍କ ତତ୍ତ୍ୱବଧାନରେ କଲେଜ ଖେଳ!-->…
Read More...
Read More...