କଳାକାରମାନଙ୍କ ୨ ଦିନିଆ ପ୍ରଶିକ୍ଷଣ କର୍ମଶାଳା ଉଦ୍ଯାପିତ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ସଇଁତଲା ବ୍ଲକଠାରେ ଥିବା ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସରରେ ୨ ଦିନିଆ ବ୍ଲକସ୍ତରୀୟ କଳାକାର ପ୍ରଶିକ୍ଷଣ କର୍ମଶାଳା ଉଦ୍ଯାପିତ ହୋଇଯାଇଛି । ଏହାର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ସଇଁତଲା ବ୍ଲକ ଅଧ୍ୟକ୍ଷା ମୋନିକା ସିଂ ଭୋଇ ଯୋଗଦାନ କରି!-->…
Read More...
Read More...