Browsing Tag

saintala news

ଭିଜିଲାନ୍ସ ଜାଲରେ ସଇଁତଲା ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ : ୧୮ ହଜାର ଟଙ୍କା ଲାଞ୍ଚ ନେଉଥିଲେ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଶିକ୍ଷା ବିଭାଗରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଅଜୟ ଖୁଣ୍ଟିଆ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଜଣେ ଶିକ୍ଷକଙ୍କଠାରୁ ୧୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗିର ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଛି । ପ୍ରକାଶଯୋଗ୍ୟ
Read More...

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ପତ୍ନୀ ବିୟୋଗ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଘୁନସର ଗାଁର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପଦ୍ମପତି ଗହୀରଙ୍କ ଧର୍ମପତ୍ନୀ ସ୍ୱର୍ଗତା ତେଜସ୍ୱିନୀ ଗହୀରଙ୍କ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗତ ୨୩ ତାରିଖ ସନ୍ଧ୍ୟା ୬ ଘଣ୍ଟା ସମୟରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ
Read More...

ବ୍ଲକସ୍ତରୀୟ ସାମାଜିକ ସମୀକ୍ଷାର ଜନଶୁଣାଣି, କେସ ରେକର୍ଡ ସହ ସୂଚନା ଫଳକ ନଥିବା ଅଭିଯୋଗ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବେଲଗାଁ କଲ୍ୟାଣ ମଣ୍ଡପ ପରିସରରେ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପ୍ରଶାସନ ତରଫରୁ କୌଣସି ପ୍ରଚାର ପ୍ରସାର ଠିକ୍‌ ଭାବରେ ହୋଇ ନଥିବା ଯୋଗୁଁ କାଁ ଭାଁ ଶ୍ରମିକମାନେ
Read More...

ପୁରୁଣା ୱାରେଣ୍ଟି ମାମଲାରେ ୨ ଗିରଫ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ପୋଲିସ ଗୁରୁବାର ଦୀନ ୨ ଜଣଙ୍କୁ ପୁରୁଣା ୱାରେଣ୍ଟି ମାମଲାରେ ଜଡିତ ଥିବା ଅଭିଯୋଗରେ ଗିରଫ କରି ସଇଁତଲା କୋର୍ଟକୁ ଚାଲାଣ କରିଥିବା ଖବର ମିଳିଛି । ଗିରଫ ଅଭିଯୁକ୍ତମାନେ ହେଲେ ଗୁନୁ କଠାର (୪୩) ଓ ବୈଶାଖୁ କଠାର (୪୩) ଘର
Read More...

ମହିଳା ପୋଲିସ ପିଏସ୍‌ଆଇଙ୍କ ଆତ୍ମହତ୍ୟା ଉଦ୍ୟମ, ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ମହିଳା ପିଏସ୍‌ଆଇ ଗତ ବୁଧବାର ବିଳମ୍ଵିତ ରାତିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଖବର ମିଳିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁତଲା ମେଡିକାଲରେ ପ୍ରାଥମିକ ଚିକିତ୍ସା କରିବା ପରେ ବଲାଙ୍ଗିର ଭୀମଭୋଇ ମେଡିକାଲକୁ
Read More...

୯ ଦଫା ଦାବୀପତ୍ର ନେଇ ସଇଁତଲା ବ୍ଲକ କାର୍ଯ୍ୟାଳୟକୁ ଘେରିଲା କଂଗ୍ରେସ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକଠାରେ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ୱାନ କ୍ରମେ ସଇଁତଲା ବ୍ଲକ କଂଗ୍ରେସ କମିଟି ନେତୃତ୍ୱରେ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟରେ ଅନିୟମିତତାକୁ ନେଇ କଂଗ୍ରେସ ଘେରିଥିଲା । ଏଥିରେ ସଇଁତଲା ବିଡ଼ିଓ ଚନ୍ଦ୍ରମଣି ନାଗଙ୍କ ଜରିଆରେ
Read More...

ବ୍ଲକସ୍ତରୀୟ କୃଷି ଉପଦେଷ୍ଟା କମିଟି ବୈଠକ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଆତ୍ମା କମିଟି ଆନୁକୂଲ୍ୟରେ ବ୍ଲକସ୍ତରୀୟ କୃଷି ଉପଦେଷ୍ଟା କମିଟିର ଦିନିକିଆ ବୈଠକ ଉଦ୍‌ଯାପିତ ହୋଇଯାଇଛି । ସଭାରେ ମୁଖ୍ୟଅତିଥି ଭାବରେ ସଇଁତଲା ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ଯୋଗଦାନ
Read More...

ସଇଁତଲାରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରମେଶ ସିଂ ଭୋଇ ମିନି ଷ୍ଟାଡିୟମଠାରେ ୭୭ତମ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସଇଁତଲା ବିଡ଼ିଓ ଚନ୍ଦ୍ରମଣି ନାଗ ଯୋଗଦାନ କରି ପତାକା ଉତ୍ତୋଳନ କରିବା ପରେ ପ୍ୟାରେଡ ଅଭିବାଦନ
Read More...

ସଇଁତଲାରେ ମଧୁବାବୁ ପେନସନ ଯୋଜନା ଶୁଭାରମ୍ଭ : ୧୦୭୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ସଇଁତଲା, (ପ୍ରମୋଦ ସେଲମା) : ସରକାର ସାମାଜିକ ସୁରକ୍ଷା ଯୋଜନାକୁ ସଶକ୍ତିକରଣ କରିବା ଉପଲକ୍ଷେ ସ୍ୱାଧୀନତା ଦିବସରେ ମଧୁବାବୁ ପେନସନ ଯୋଜନା ଶୁଭାରମ୍ଭ ହୋଇଯାଇଛି । ଏଥିରେ ସଇଁତଲା ସରପଞ୍ଚ ସୁବ୍ରତ ନାଗଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ସଇଁତଲା ବିଡ଼ିଓ ଚନ୍ଦ୍ରମଣି ନାଗ
Read More...

ସଇଁତଲା ଥାନା ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ତରଫରୁ ଆଜାଦି କା ଅମୃତ ମହୋତ୍ସବ ଅବସରରେ ଜାମପଦରଠାରେ ଥିବା ନୂତନ ଥାନା କେମ୍ପସ ପରିସରରେ ବୃକ୍ଷରୋପଣ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଇଁତଲା ଆଇଆଇସି ଅବନୀ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ମୁଖ୍ୟଅତିଥି ଭାବରେ
Read More...