Browsing Tag

saintala news

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ସାମ୍ବାଦିକ ଚେତିଲେ ହିଁ ସମାଜରେ ପରିବର୍ତ୍ତନ ସମ୍ଭବ : ପଦ୍ମଶ୍ରୀ ହଳଧର ନାଗ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ପୌର ପରିଷଦ କଲ୍ୟାଣ ମଣ୍ଡପ ପରିସରଠାରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ…
Read More...

ନୂଆ ଡାକ୍ତରଖାନା ନିର୍ମାଣରେ ଅନିୟମିତତା ଅଭିଯୋଗ

ଜଟିଆ ପାହାଡ଼ ଫଟାଇ ବାଲି ବଦଳେ ମାଟି ପକାଇ କୋଠା ନିର୍ମାଣ ଭର୍ତ୍ତି ଅଭିଯୋଗତହସିଲଦାରଙ୍କ ଦ୍ୱାରା ୬୦ ହଜାର ଟଙ୍କା ଜରିମାନା ପକାଇଲା ପ୍ରଶାସନ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ସଇଁତଲା ବ୍ଲକଠାରେ ଚାଲିଥିବା ଏକ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଉ ବେଳେ ଏହି…
Read More...

ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ବିଦ୍ୟୁତ ସଂସ୍ପର୍ଶରେ ଆସି ୱାର୍ଡମେମ୍ବରଙ୍କ ମୃତ୍ୟୁ ଅଭିଯୋଗ : କ୍ଷତିପୂରଣ ସହାୟତା…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଡୁଙ୍ଗୁରିପାଲି ପଞ୍ଚାୟତ ୱାର୍ଡମେମ୍ବର ଲାଲୁ ମାଝୀ (୪୫) ନିଜେ ମିସ୍ତ୍ରୀ ହୋଇଥିବା ବେଳେ ନିଜ ଘର କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି । ଘଟଣା ଖବର ପାଇଁ ସଇଁତଲା ପୋଲିସ ପହଂଚି ଶବକୁ ଜବତ କରି…
Read More...

ଶତାଧିକ ଛାତ୍ରଛାତ୍ରୀଙ୍କୁ ୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ : ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦରେ ସ୍କୁଲ କମିଟି ଓ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନରେ ଥିବା ବିବିନା ପଞ୍ଚାୟତର ଜାମପଦର ଗ୍ରାମରେ ଥିବା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ । ଏହି ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷୟତ୍ରୀ ଓ…
Read More...

ବ୍ଲକ ଛକରେ ଗଜଲକ୍ଷ୍ମୀ ପୂଜା ଉଦ୍‌ଯାପିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଛକଠାରେ ଗତ ୫ ଦିନ ଧରି ଚାଲିଥିବା ଗଜଲକ୍ଷ୍ମୀ ପୂଜା ମହାଆଡମ୍ବର ସହ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ବରଗଡ କୀର୍ତ୍ତନ ଧାରା କାର୍ଯ୍ୟକ୍ରମରେ ଲୋକଙ୍କ ମନ ମୋହିତ ହୋଇଥିଲା । ଉକ୍ତ ପୂଜାରେ ପଣ୍ଡିତ କିରଣ ମିଶ୍ର,…
Read More...

ସଇଁତଲାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୩ ଉଦ୍‌ଯାପିତ

୨୧ ଗୋଟି ପ୍ରତିଯୋଗୀ ଜିଲ୍ଲାସ୍ତରକୁ ମନୋନୀତ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଆର୍‌ଏସ୍‌ଡି ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଇଁତଲା ଆନୁକୂଲ୍ୟରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଏହାର ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ…
Read More...

ସଇଁତଲାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ରେଳୱ ଷ୍ଟେସନ ସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓ ଷ୍ଟାଡିଅମଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭ…
Read More...

ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶଙ୍କ ସଇଁତଲା ଦୁର୍ଗାପୂଜା ମଣ୍ଡପ ପରିଦର୍ଶନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ପୂର୍ବତନ ସାଂସଦ ତଥା ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଗତ ରବିବାର ସନ୍ଧ୍ୟାରେ ସଇଁତଲା ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ତଥା ରଜତ ଜୟନ୍ତୀ ସମାରୋହ ପରିଦର୍ଶନରେ ଆସି ମା'ଙ୍କ ଦର୍ଶନ କରିଥିଲେ । ଏହାପରେ ରାବଣ ଦରବାର ଚାଲିଥିବା…
Read More...

ଦୁର୍ଗାପୂଜା ରଜତ ଜୟନ୍ତୀ ଉପଲକ୍ଷେ ରାବଣ ଦରବାର : ତୃତୀୟ ଦିନରେ ସୀତା ଚୋରି ମଞ୍ଚସ୍ଥ, ଅନେକ ସମାଜସେବୀ ହେଲେ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗୀର ଜିଲ୍ଲା ସଇଁତଲା ସହରରେ ସାର୍ବଜନନୀ ନବରାତ୍ର ଦୁର୍ଗାପୂଜା ଉପଲକ୍ଷେ ରଜତ ଜୟନ୍ତୀ ପାଳନ କରୁଥିବା ଅବସରରେ ରାବଣ ଦରବାର ତୃତୀୟ ଦିନରେ ସୀତା ଚୋରି ନାଟକ ମଞ୍ଚସ୍ଥ ହୋଇଯାଇଛି । ଏଥିରେ ରଜତ ଜୟନ୍ତୀ ସଭାପତି ସୁରେନ୍ଦ୍ର ସିଂ ଭୋଇ ମୁଖ୍ୟଅତିଥି ଭାବେ…
Read More...

ଦୁର୍ଗାପୂଜା ରଜତ ଜୟନ୍ତୀ ଉପଲକ୍ଷେ ରାବଣ ଦରବାର ଉଦ୍‌ଘାଟିତ, ସାମ୍ବାଦିକଙ୍କୁ ସମ୍ମାନିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରରେ ସାର୍ବଜନନୀ ନବରାତ୍ର ଦୁର୍ଗାପୂଜା ଉପଲକ୍ଷେ ରଜତ ଜୟନ୍ତୀ ପାଳନ କରୁଥିବା ଅବସରରେ ଶୁକ୍ରବାର ରାବଣ ଦରବାର ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ରଜତ ଜୟନ୍ତୀ ସଭାପତି ସୁରେନ୍ଦ୍ର ସିଂ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି…
Read More...