Browsing Tag

saintala news

ଡ଼ଙ୍ଗାବାହାଲରେ ନୂଆଁଖାଇ ଭେଟ୍‌ଘାଟ୍‌

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ କୁଇକେଡ଼ା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଡ଼ଙ୍ଗାବାହାଲ ଗ୍ରାମଠାରେ ବିଶ୍ୱାବସୁ ଶବର ସମାଜ ଆନୁକୂଲ୍ୟରେ ଏକ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ…
Read More...

ସଇଁତଲାରେ କଳସ ଶୋଭାଯାତ୍ରା ଓ ପ୍ରବଚନ ଆରମ୍ଭ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ବିବିନା ରାଇସମିଲଠାରେ ଶିବ ମହାପୁରାଣ କଥା ପ୍ରବଚନ ଉପଲକ୍ଷେ କଳସ ଶୋଭାଯାତ୍ରା ଓ ପ୍ରବଚନ କଥା ଆରମ୍ଭ ହୋଇଯାଇଛି । ଏହି ଉତ୍ସବରେ ବୃନ୍ଦାବନ ଧାମରୁ ଆସିଥିବା ପ୍ରବକ୍ତା ବାଳ ସ୍ବାଧୀ ମାନସ ପୁତ୍ରୀ ପୁଷ୍ପାଞ୍ଜଳି ଜୀ ଯୋଗଦେଇ…
Read More...

ଓଡ଼ିଶା ସାମ୍ବାଦିକ ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଓ ବନ୍ଧୁମିଳନ

ସରକାରଙ୍କ ସାମ୍ବାଦିକମାନଙ୍କୁ ଅଣଦେଖାକୁ ନେଇ ନିନ୍ଦା କଲେ ପୂର୍ବତନ ମନ୍ତ୍ରୀ ଶ୍ରୀ ସିଂଭୋଇ ସଇଁତଲା, (ପ୍ରମୋଦ ସେଲମା) : ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ନୂଆିଁଖାଇ ଭେଟ୍‌ଘାଟ୍‌ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ବେଲଗାଁ ଡାକବଙ୍ଗଳାଠାରେ…
Read More...

ବିଜେପୁରରେ ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ସ୍ଥିତ ବିଜେପୁରଠାରେ ସ୍ଥାନୀୟ ଯୁବ ଯାଦବ ତରଫରୁ ଜୟ ମା' ଚଣ୍ଡେଶ୍ୱରୀ ୨୫ତମ ଗଣେଶ ପୂଜା କମିଟି ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ୍‌ ଏବଂ ନୃତ୍ୟ ପ୍ରତିଯୋଗିତା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ…
Read More...

ସଇଁତଲାରେ ନୂତନ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟର ଗୃହ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ନୂତନ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ଓ ପରିବହନ ବାଣିଜ୍ୟ ମନ୍ତ୍ରୀ ଟୁକୁନୀ ସାହୁ ଯୋଗଦାନ କରି ନୂତନ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟକୁ ଉଦ୍‌ଘାଟନ କରିଥିଲେ ।…
Read More...

ମନ୍ତ୍ରୀଙ୍କ ଦ୍ୱାରା ଗାଈ ଗୁହାଳ କାର୍ଯ୍ୟାଦେଶ, ମଧୁବାବୁ ପେନସନ ଓ ଏସ୍‌ଏଚ୍‌ଜି ଗ୍ରୁପଙ୍କୁ ଋଣ ବଣ୍ଟନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରାଜେନ୍ଦ୍ର ନାରାୟଣ ଷ୍ଟାଡିୟମଠାରେ ସୋମବାର ଗାଈ ଗୁହାଳ କାର୍ଯ୍ୟାଦେଶ, ମଧୁବାବୁ ପେନସନ ଯୋଜନା ଓ ଏସ୍‌ଏଚ୍‌ଜି ମହିଳାମାନଙ୍କୁ ରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜଳ ସମ୍ପଦ, ପରିବହନ ଓ…
Read More...

ସଇଁତଲାରେ ସାମ୍ବାଦିକ ସଂଘକୁ ଜାଗା ଯୋଗାଇ ଦେବା ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲାଠାରେ ଗତ ସୋମବାର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏହି ସମୟରେ ସଇଁତଲା ସାମ୍ବାଦିକ ସଂଘ ତରଫରୁ ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଧର ଧରୁଆଙ୍କୁ ଜାଗା…
Read More...

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ସଇଁତଲା, (ପ୍ରମୋଦ ସେଲମା) : ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗି ଜିଲ୍ଲାର ସଇଁତଲା ବ୍ଲକରେ ଡେଙ୍ଗ ଗ୍ରାମର ବିଦ୍ୟାଳୟ ପରିସରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ଅବସରରେ ଛାତ୍ରଛାତ୍ରୀ ଓ…
Read More...

୧୩୦ ଜଣ ଛାତ୍ରଛାତ୍ରୀଙ୍କୁ ୨ ଜଣ ଶିକ୍ଷକ : ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ

ଦାବୀପତ୍ର ଦେବା ମାସେ ବିତିଲା ହେଲେ ଶିକ୍ଷକ ସମସ୍ୟା ପୂରଣ ହେଲା ନାହିଁ, ସାଧାରଣରେ ଅସନ୍ତୋଷ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନରେ ଥିବା ବିବିନା ପଞ୍ଚାୟତର ଜାମପଦର ଗ୍ରାମରେ ଥିବା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟାପକ…
Read More...

ସଇଁତଲାରେ ନବରାତ୍ର ଦୁର୍ଗାପୂଜା ରୌପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ସ୍ଥାନୀୟ ଦୁର୍ଗାମଣ୍ଡପ ପରିସରରେ ସାର୍ବଜନୀନ ନବରାତ୍ର ଦୂର୍ଗାପୂଜା ରୌପ୍ୟ ଜୟନ୍ତୀ କମିଟିର ସ୍ଥାୟୀ ସଭାପତି ସୁରେନ୍ଦ୍ର ସିଂ ଭୋଇଙ୍କ ସଭାପତିତ୍ବରେ ରୌପ୍ୟ ଜୟନ୍ତୀ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...