ସଇଁନ୍ତଲା ସ୍ୱରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମଷ୍ଟମୀ ଉତ୍ସବ
ସଇଁନ୍ତଲା, (ଲକ୍ଷ୍ମୀକାନ୍ତ ସାହୁ) : ସଇଁନ୍ତଲା ସ୍ୱରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜନ୍ମାଷ୍ଟମୀ ଉତ୍ସବ ମହାଆଡମ୍ବରରେ ପାଳନ କରାଯାଇଥିଲା । ଉକ୍ତ ଉତ୍ସବରେ ସଇଁତଳାର ଅବସରପ୍ରାପ୍ତ ବିଦ୍ୟାଳୟ ନିରୀକ୍ଷକ ସତ୍ୟ ନାରାୟଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମରେ!-->…
Read More...
Read More...