Browsing Tag

saintala news

ଘରୋଇ କଳିକୁ ନେଇ ପଙ୍ଖାରେ ଶାଢ଼ୀ ଦେଇ ଆତ୍ମହତ୍ୟା କଲେ ମହିଳା : ହତ୍ୟା ଅଭିଯୋଗ ଆଣିଲେ ବାପା ଘର ପରିବାର ଲୋକେ,…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ସଇଁତଲା ଥାନା କୁଆଁରଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ମହିଳା ନିର୍ୟାତନା ସହି ନ ପାରି ପଙ୍ଖାରେ ଶାଢ଼ୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ ମହିଳାଙ୍କ ନାମ କଳ୍ପନାମୟୀ ତ୍ରିପାଠୀ(୨୫) ସ୍ୱାମୀ ଶୁଭାଂଶୁ ଶେଖର ତ୍ରିପାଠୀ
Read More...

ଟିକ୍ରାପଡାରେ ଅଭାବନୀୟ ଘଟଣା : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କ ମୃତ୍ୟୁ ଅଭିଯୋଗ

କ୍ଷତିପୂରଣ ପାଇଁ ସାଧାରଣରେ ଦାବୀ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଟିକ୍ରାପଡାର ବଡ଼ବାହାଲଠାରେ ରବିବାର ବିଦ୍ୟୁତ ସଂସ୍ପର୍ଶରେ ଆସି ୬ ଗୋଟି ଗୋରୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏଥିରେ ବିଦ୍ୟୁତ ବିଭାଗର ଅପାରଗତା ଯୋଗୁଁ ଏଭଳି ୬ ଗୋଟି ବଳଦର
Read More...

ସଇଁତଲା ବ୍ଲକରେ ଗୋଟିଏ ଦିନରେ ୪ ଜଣ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗର ୪ ଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟ ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ଏଥିରେ ବେଲଗାଁ ବିଜୟାନନ୍ଦ ହାଇସ୍କୁଲର ପ୍ରଧାନ ଶିକ୍ଷକ ନାରାୟଣ ମିଶ୍ରଙ୍କ
Read More...

ଟିକ୍ରାପଡାରେ ଶ୍ରୀରାମ ନବମୀ ଉପଲକ୍ଷେ ଶୋଭାଯାତ୍ରା, ‘ଜୟ ଶ୍ରୀରାମ’ ଧୂନିରେ କମ୍ପି ଉଠିଲା ଅଞ୍ଚଳ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଟିକ୍ରାପଡାରେ ଶ୍ରୀରାମ ନବମୀ ଉତ୍ସବ ଅବସରରେ ଶ୍ରଦ୍ଧାଳୁଙ୍କ ଦ୍ୱାରା ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶ୍ରୀରାମ ନବମୀ ମହୋତ୍ସବ ସମିତି ଆନୁକୂଲ୍ୟରେ ଗତକାଲି ଅପରାହ୍ନ ୨ ଘଣ୍ଟା ସମୟରେ ଜଗନ୍ନାଥ
Read More...

ସଇଁତଲାରେ ଲୋକଉତ୍ସବ ଉଦ୍‌ଘାଟିତ, ଢ଼େମସା ନୃତ୍ୟ ଦର୍ଶକଙ୍କ ମନ ମୋହିଲା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଡାକ ବଙ୍ଗଳା ପରିସରରେ ମା' ଚଣ୍ଡେଶ୍ୱରୀ ଲୋକଉତ୍ସବ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମେ ମା' ଚଣ୍ଡୀଙ୍କ ଠାରେ ପୂଜାର୍ଚ୍ଚନା କରିବା ପାଇଁ ଏକ ଆଦିବାସୀ ନୃତ୍ୟ, ଘଣ୍ଟବାଦ୍ୟ ଓ ବିଭିନ୍ନ ସାଂସ୍କୃତିକ ଦଳ
Read More...

ମନରେଗାରେ ଅନିୟମିତତା ଅଭିଯୋଗ

ସଇଁତଲା, (ପ୍ରମୋଦ ସେଲମା) : ସରକାର ଦାଦନ ସମସ୍ୟା ରୋକିବା ସହିତ ଗରିବ ଲୋକଙ୍କୁ କାମ ଯୋଗାଇ ଦେବା ପାଇଁ ମନରେଗା ଯୋଜନା ମାଧ୍ୟମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଗୋଷ୍ଠୀଗତ ଓ ବ୍ୟକ୍ତିଗତ ଆକାରରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି କାର୍ଯ୍ୟ କରୁଥିବା ବେଳେ ମନରେଗା ଯୋଜନାରେ ବ୍ୟାପକ
Read More...

ମାଗଣା ଚକ୍ଷୁ ଅପରେସନ ପରେ ରୋଗୀଙ୍କୁ ପରୀକ୍ଷା କରି ଡ୍ରପ ପ୍ରଦାନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ପୁରୁଣା ଏମ୍‌. ଇ. ସ୍କୁଲ ପରିସରରେ ସଇଁତଲା ଯୁବ ସ୍ୱେଚ୍ଛାସେବୀ ଓ ଟିଟିଲାଗଡ଼ ଏସ୍‌. ସି. ଡ଼ି.ର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟଅତିଥି ଭାବରେ ପୂର୍ବତନ
Read More...

ସଇଁତଲା ବ୍ଲକରେ ଉନ୍ନୟନ କାର୍ଯ୍ୟ ବାଧା ସାଙ୍ଗକୁ ସମିତି ସଭ୍ୟମାନଙ୍କୁ ଅଣଦେଖା ଓ ମନମୂଖୀ କାର୍ଯ୍ୟକଳାପକୁ ନେଇ…

ବିଡିଓଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ କାର୍ଯ୍ୟାଳୟରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେବା ସହ ବ୍ଲକ ପ୍ରଶାସନଙ୍କ ମନମୂଖୀ କାର୍ଯ୍ୟକଳାପ ଓ ଅଣଦେଖା ପ୍ରତିବାଦରେ ଆଜି ସଇଁତଲା
Read More...

ବୁଢ଼ାବାହାଲରେ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଚାଲିଥିବା ବେଳେ ପାଟିତୁଣ୍ଡ ଓ ହୋ-ହାଲ୍ଲା, ଅଧାରେ ସରିଲା…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବୁଢ଼ାବାହାଲ ସ୍ଥିତ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ବ୍ୟାଙ୍କ ସେବା ଓ ଋଣ କର୍ମଶାଳା ଆୟୋଜିତ ହୋଇଯାଇଛି । ଉକ୍ତ ବୈଠକରେ ସମବାୟ ସମିତିର ସଭାପତି ଧ୍ରୁବଚରଣ ସାହୁ ସଭାପତିତ୍ୱ କରିଥିଲେ । ସଭାରେ ସଇଁତଲା କେନ୍ଦ୍ର
Read More...

୧୬ ପ୍ରହରୀ ନାମଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ କଂସର ପଞ୍ଚାୟତ କେଛୋମୁହାଁଣ ଗ୍ରାମରେ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ୧୬ ପ୍ରହରୀ ନାମଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଣ୍ଡପ ପରିସରରେ ମହିଳା ଓ ପୁରୁଷମାନେ ଏକତ୍ରିତ ହୋଇ ସଂକୀର୍ତ୍ତନ
Read More...