ସଇଁତଲା ନବ ନିର୍ବାଚିତ ଯୁବ ସରପଞ୍ଚ ତଥା ଇଂ ସୁବ୍ରତ ନାଗ ଯାଦବଙ୍କ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ
ସଇଁତଲା, (ପ୍ରମୋଦ ସେଲମା) : ଆଜି ବଲାଙ୍ଗିର ଜିଲ୍ଲା ସଇଁତଲା ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ଯୁବ ସରପଞ୍ଚ ତଥା ଇଂ ସୁବ୍ରତ ନାଗ ଯାଦବ ପଞ୍ଚାୟତର ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଖଗେଶ୍ୱର କମ୍ପଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି!-->…
Read More...
Read More...