ଲାନ୍ଥବୁଢ଼ା ପୂଜା ସାରି ଫେରୁଥିବା ବେଳେ ଅଘଟନ : ବଜ୍ରପାତରେ ଜଣେ ମୃତ, ପରିବାର ଲୋକଙ୍କୁ ସରକାରୀ ସାହାଯ୍ୟ ପାଇଁ ଦାବୀ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଟିକ୍ରାପଡା ଫାଣ୍ଡି ଅଞ୍ଚଳରେ ଜଣେ ଲୋକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ଭୁବନ ଓରଫ ମାଟୁ (୪୨) ବୋଲି ଜଣାପଡିଛି । ତାଙ୍କ ଘର ଝିଙ୍କିଡୁଙ୍ଗୁରି ପଞ୍ଚାୟତ ଝରବାହାଲି ଗ୍ରାମରେ । ସେ ପୂଜା କରିବା ପାଇଁ!-->…
Read More...
Read More...