Browsing Tag

saintala news

ଜିଲ୍ଲା ପରିଷଦ ସଭ୍ୟା ରୀତା, ଦ୍ରୋପଦୀ, ଉର୍ମିଳାଙ୍କୁ ନେଇ ଚର୍ଚ୍ଚା

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରକାର ମା'କୁ ସମ୍ମାନ ଗାଁକୁ କାମ ବୋଲି ନାରା ଦେଉଛନ୍ତି । କିନ୍ତୁ ବାସ୍ତବରେ ସତ୍ୟରେ ପରିଣତ କରିଛନ୍ତି ୫୦ ପ୍ରତିଶତ ମହିଳା ମାନଙ୍କୁ ସମ୍ମାନ ଦେବା ନିର୍ବାଚନରେ ଟିକଟ ଦେଇଛନ୍ତି ଓ ବିଜେଡି ଦଳର ମହିଳା ମାନେ ଆଶାବାଦୀ ମଧ୍ୟ ରହିଛନ୍ତି ଯେ,
Read More...

୫ ଜଣ ଝିଅ ପୁଅ ଥିବା ସତ୍ୱେ ନାମାଙ୍କନରେ ପ୍ରାର୍ଥୀପତ୍ର ନାକଚ ହୋଇନଥିବା ଅଭିଯୋଗ

ଆଶାୟୀ ପ୍ରାର୍ଥୀଙ୍କ ଅଭିଯୋଗକୁ ନିର୍ବାଚନ ଅଧିକାରୀ ଅଣଦେଖା କରିଥିବା ନେଇ ଅସନ୍ତୋଷ ସଇଁନ୍ତଲା, (ଅଜିତ କୁମାର ସାହୁ) : ଚଳିତ ତ୍ରିସ୍ତରୀୟ ନିର୍ବାଚନର ଗତକାଲି ଶେଷ ଦିନରେ ସଇଁନ୍ତଲା ବ୍ଳକର ଜୁରାବନ୍ଧ ପଞ୍ଚାୟତ ପାଇଁ ୧୫ ଜଣ ଆଶାୟୀ ପ୍ରାର୍ଥୀ ସରପଞ୍ଚ ପଦବୀ ପାଇଁ ନାମାଙ୍କନ ଦାଖଲ
Read More...

କେରମେଲି ସରପଞ୍ଚ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ରୂପଧର

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗ୍ରାମାଞ୍ଚଳର ବିକାଶ ସ୍ଵପ୍ନ ନେଇ ଏବେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ମଇଦାନରେ ପୁଣି ପାଦ ଦେଇଛନ୍ତି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ରୂପାଧର ମାଝୀ । ୨୦୧୭ରୁ ୨୦୨୧ ମସିହାରେ କେରମେଲି ପଞ୍ଚାୟତରେ
Read More...

ବିଜେପି ଦଳରୁ ଇସ୍ତଫା ଦେଲେ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ବିଜୟ

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନରେ ବିଜେପି ଦଳ ମଧ୍ୟରେ ଅନେକ ନେତା ଜିଲ୍ଲା ପରିଷଦ ଟିକଟ ପାଇଁ ଅନେକ ଆଶାଇ ରହିଥିଲେ । କିଏ ଟିକଟ ପାଇ ଖୁସିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ତ ଆଉ କିଏ ଟିକଟ ନ ପାଇବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି । ତେବେ ସଇଁନ୍ତଲା ବିଜେପି
Read More...

ବାପୁଜୀ ନୋଡାଲ ହାଇସ୍କୁଲ ପରିସରରେ ମୋ ସ୍କୁଲ ଅଭିଯାନର କର୍ମଶାଳା ଅନୁଷ୍ଠିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଆଜି କନ୍ଧକେଲଗାଁ ବାପୁଜୀ ନୋଡାଲ ହାଇସ୍କୁଲ ପରିସରରେ ମୋ ସ୍କୁଲ ଅଭିଯାନର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବୁଢାବାହାଲ ଓ କନ୍ଧକେଲଗାଁ କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ଭାଗ ନେଇଥିବା ବେଳେ କାର୍ଯ୍ୟକ୍ରମକୁ ପ୍ରକାଶ ଚନ୍ଦ୍ର
Read More...

ଘୁନସର ସରପଞ୍ଚ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସରିତା

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗାଁର ଉନ୍ନତି ଦିଗରେ ପଦକ୍ଷେପ ନେବା ସହ ଲୋକଙ୍କ ବିକାଶ ପାଇଁ ପ୍ରତିଜ୍ଞା କରି ଆଜି ଘୁନସର ସରପଞ୍ଚ ପଦବୀ ପାଇଁ ଆଜି ସ୍ଥାନୀୟ ସରିତା ସେଠ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟଳୟକୁ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ଅନ୍ୟପଟେ ଲୋକଙ୍କ ଆଶୀର୍ବାଦ ଓ ଭଲ
Read More...

ଘୁନସର ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଯୁବନେତା ରବି

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗ୍ରାମାଞ୍ଚଳର ବିକାଶ ସ୍ୱପ୍ନ ନେଇ ଏବେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ମଇଦାନରେ ପାଦ ଦେଇଛନ୍ତି ଜଣେ ଯୁବକ । ଘୁନସର ପଞ୍ଚାୟତରେ ସମିତି ସଭ୍ୟ ପଦବୀ ଆସନ ପାଇଁ ଆଜି ଯୁବନେତା ରବି ଚନ୍ଦ୍ର ନାଏକ ସ୍ଥାନୀୟ ବିଡ଼ିଓ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ପତ୍ର
Read More...

ସଇଁନ୍ତଲା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପୁଷ୍ପାଞ୍ଜଳି

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ଏବେ ଚଳଚଞ୍ଚଳ ଗ୍ରାମାଞ୍ଚଳ । ବିଭିନ୍ନ ପଦବୀ ହାସଲ ପାଇଁ ଆରମ୍ଭ ହୋଇଯାଇଛି ରାଜନୀତି ମଇଦାନର ପ୍ରଥମ ପର୍ଯ୍ୟାୟ । ଆଜି ତେବେ ଆଜି ନାମାଙ୍କନ ପତ୍ର ଦାଖଲର ଶେଷଦିନ । ତେବେ ସଇଁନ୍ତଲା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ
Read More...

କେରମେଲି ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ସରୋଜିନୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ସମିତି ସଭ୍ୟ ପଦବୀ ହାସଲ କରିବା ପାଇଁ ଅନେକ ମହିଳା ଆଶାୟୀ ରହିଥିବା ବେଳେ ଶତାଧିକ ମହିଳା ପଂଚାୟତ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଆଜି ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ପୂର୍ବତନ
Read More...

ବିବିନା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଶୈଳେଶ୍ରୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଞ୍ଚାୟତ ନିର୍ବାଚନ ପାଇଁ ସମିତି ସଭ୍ୟ ପଦବୀ ହାସଲ କରିବା ପାଇଁ ଅନେକ ମହିଳା ଆଶାୟୀ ରହିଛନ୍ତି । ତେବେ ଆଜି ସଇଁନ୍ତଳା ବ୍ଳକ ବିବିନା ପଞ୍ଚାୟତ ସମିତି ସଭ୍ୟ ଆସନ ପାଇଁ ଶୈଳେଶ୍ରୀ ବେହେରାସ୍ଥାନୀୟ ବ୍ଳକ କାର୍ଯ୍ୟାଳୟ ପରିସରରେ ନାମାଙ୍କନ ପତ୍ର ଦାଖଲ
Read More...