Browsing Tag

saintala news

୫ ଫୁଟ୍‌ ୪ ଇଞ୍ଚର ନାଗସାପ ଉଦ୍ଧାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘଣ୍ଟାବାହାଲି ଗାଁର ଜଣେ ଲୋକଙ୍କ ଘରେ ସାପ ପସି କୁକୁଡ଼ା ଅଣ୍ଡା ଖାଉଥିଲା ତେବେ କିଛି ଦିନ ପରେ ପରିବାର ଲୋକେ ସାପ ଦେଖିବାକୁ ପାଇବା ପରେ ସାପ ଧରାଳି ବିକି ଜି ନାଗଙ୍କୁ ଖବର ଦେଇଥିଲେ ଖବର ଦେବା ପରେ ବିକି ଉକ୍ତ
Read More...

ବିଇଓଙ୍କ ତତ୍ପରତା : ପଦୋନ୍ନତି ପାଇଲେ ୯୯ ଶିକ୍ଷକ ଶିକ୍ଷୟିତ୍ରୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଶିକ୍ଷା ବିଭାଗ ଅଧିନସ୍ଥ ବିଭିନ୍ନ ସ୍କୁଲରେ କାର୍ଯ୍ୟରତ ୯୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି ମିଳିଛି । ବ୍ଳକର ଏହି ଶିକ୍ଷକ ଶିକ୍ଷୟତ୍ରୀ ପଦୋନ୍ନତି ପାଇଁ କାଉନସେଲିଂ ପ୍ରକ୍ରିୟା ଶେଷ ହୋଇଛି । ଏଥିରେ ଜଣେ ତୃତୀୟ
Read More...

ଶିଷକେଲାଠାରେ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିଷକେଲା ଖେଳ ପଡିଆଠାରେ ଆଜି ଏକଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ୮ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଭେଜିପଦର ଓ କୁଟୁରାମୁଣ୍ଡା ଦଳ ମଧ୍ୟରେ ଫାଇନାଲକୁ ହୋଇଥିବା ବେଳେ
Read More...

ଡାକ୍ତରଙ୍କୁ ଅଜଣା ଗାଡି ଧକ୍କା ଦେଇ ଫେରାର : ଡାକ୍ତରଖାନାରେ ଭର୍ତ୍ତି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ଜାମପଦର ଛକ ନିକଟରେ ଡାକ୍ତରଙ୍କୁ ଅଜଣା ଗାଡି ଧକ୍କା ଦେଇ ଫେରାର ମାରିଥିବା ବେଳେ ଡାକ୍ତର ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମତେ, ସଇଁନ୍ତଲାର ଡାକ୍ତର ସୁଜାତା
Read More...

ସଇଁନ୍ତଲା ଡାକ୍ତରଖାନାରେ ଫେଲ୍‌ ମାରିଲା ଜନନୀ ସୁରକ୍ଷା ଯୋଜନା : ଆମ୍ବୁଲାନ୍ସ ନଆସିବାରୁ ନିଜେ ଗାଡି ଭଡା କରି ଗଲେ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରକାର ଡାକ୍ତରଖାନାରେ ରୋଗୀଙ୍କୁ ମାଗଣାରେ ଚିକିତ୍ସା ଯୋଗରଇଦେବା ସହ ଗର୍ଭବତୀ ମହିଳାମାନଙ୍କ ସୁରକ୍ଷା ପାଇଁ ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଗର୍ଭବତୀ ମହିଳାଙ୍କୁ ଅବହେଳା ଭଳି ଏକ ସାଙ୍ଘାତିକ ଅଭିଯୋଗ ଆସିଛି
Read More...

ଯୁବ ସାମ୍ବାଦିକ ମନୋଜ ଜୈନଙ୍କୁ ନିଷାନ ପ୍ରତିଭା ସମ୍ମାନ-୨୦୨୧ ଦ୍ୱାରା ସମ୍ମାନୀତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲା ତୁଷୁରା ସହର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଷରରେ ନିଷାନ ସାହିତ୍ୟ ସଂସଦ ଓ ଆଞ୍ଚଳିକ କବି କଳାକାର ପକ୍ଷରୁ ରବିବାର ନୂଆଁଖାଇ ଭେଟଘାଟ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଯୁବ ସାମ୍ବାଦିକ ମନୋଜ କୁମାର ଜୈନଙ୍କୁ ନିଷାନ
Read More...

ଶିଷକେଲା ପଞ୍ଚାୟତରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ସରପଞ୍ଚ ଉମାକାନ୍ତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିଷକେଲା ପଞ୍ଚାୟତ ପରିସରରେ ସରପଞ୍ଚ ଉମାକାନ୍ତ ରଣାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବିଡିଓ ଦେବାଶିଷ ସାମଲ, ବ୍ଳକ ଅଧ୍ୟକ୍ଷା ଅହଲ୍ୟା ମଲ୍ଲିକ, ନାଏବ ସରପଞ୍ଚ ପରିବତୀ ରଣା, ପିଇଓ ଦିନବନ୍ଧୁ ରଣାଙ୍କ ଉପସ୍ଥିତରେ ବିଜୁ
Read More...

ଆଗାମୀ ନିର୍ବାଚନ ପାଇଁ ଝିଙ୍କିଡୁଙ୍ଗୁରି ଠାରେ ବିଜେପିର ପ୍ରସ୍ତୁତି ବୈଠକ

ସଇଁନ୍ତଲା, ( ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଝିଙ୍କିଡୁଙ୍ଗୁରି ପଞ୍ଚାୟତ ସ୍ଥାନୀୟ ଖେଳ ପଡିଆ ଠାରେ ବିଜେପିର ବରିଷ୍ଠ ନେତା ମହେନ୍ଦ୍ର ଠାକୁରଙ୍କ ନେତୃତ୍ୱରେ ବିଜେପି କର୍ମୀ ମାନଙ୍କୁ ନେଇ ଆଗାମୀ ଦିନରେ ହେବାକୁ ଯାଉ ଥିବା ପଞ୍ଚାୟତ ସ୍ତରୀୟ ନିର୍ବାଚନ ପାଇଁ ଏକ
Read More...

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ ଭେଟି ସମାବେଦନା ଜଣାଇଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ ୩୦ ତାରିଖ ଦିନ ଅଟୋ-ଟ୍ରକ ମୁହାଁମୁହିଁ ହେବା ଫଳରେ ସଡ଼କ ଦୁର୍ଘଟଣାରେ ସୁବଳ ସାହୁ ଓ କୈବଲ୍ୟ ମାଝୀଙ୍କ ଘଟଣା ସ୍ଥାନରେ ମୃତ୍ୟୁ ହୋଇଥିଲା । ତେବେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଉକ୍ତ ପରିବାର ଲୋକଙ୍କୁ ଭେଟି ଶୋକ ପ୍ରକାଶ କରିବା ସହ
Read More...

ସଇଁନ୍ତଲା ଇଂଲିଶ ମିଡିୟମ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଏସଡିକେଜି ଇଂଲିଶ ମିଡିୟମ ସ୍କୁଲ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବାରିକ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହିତ
Read More...