Browsing Tag

saintala news

ସଇଁନ୍ତଲା ଡାକ୍ତରଖାନାରେ ଫେଲ୍‌ ମାରିଲା ଜନନୀ ସୁରକ୍ଷା ଯୋଜନା : ଆମ୍ବୁଲାନ୍ସ ନଆସିବାରୁ ନିଜେ ଗାଡି ଭଡା କରି ଗଲେ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରକାର ଡାକ୍ତରଖାନାରେ ରୋଗୀଙ୍କୁ ମାଗଣାରେ ଚିକିତ୍ସା ଯୋଗରଇଦେବା ସହ ଗର୍ଭବତୀ ମହିଳାମାନଙ୍କ ସୁରକ୍ଷା ପାଇଁ ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଗର୍ଭବତୀ ମହିଳାଙ୍କୁ ଅବହେଳା ଭଳି ଏକ ସାଙ୍ଘାତିକ ଅଭିଯୋଗ ଆସିଛି
Read More...

ଯୁବ ସାମ୍ବାଦିକ ମନୋଜ ଜୈନଙ୍କୁ ନିଷାନ ପ୍ରତିଭା ସମ୍ମାନ-୨୦୨୧ ଦ୍ୱାରା ସମ୍ମାନୀତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲା ତୁଷୁରା ସହର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିଷରରେ ନିଷାନ ସାହିତ୍ୟ ସଂସଦ ଓ ଆଞ୍ଚଳିକ କବି କଳାକାର ପକ୍ଷରୁ ରବିବାର ନୂଆଁଖାଇ ଭେଟଘାଟ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଯୁବ ସାମ୍ବାଦିକ ମନୋଜ କୁମାର ଜୈନଙ୍କୁ ନିଷାନ
Read More...

ଶିଷକେଲା ପଞ୍ଚାୟତରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ସରପଞ୍ଚ ଉମାକାନ୍ତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିଷକେଲା ପଞ୍ଚାୟତ ପରିସରରେ ସରପଞ୍ଚ ଉମାକାନ୍ତ ରଣାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବିଡିଓ ଦେବାଶିଷ ସାମଲ, ବ୍ଳକ ଅଧ୍ୟକ୍ଷା ଅହଲ୍ୟା ମଲ୍ଲିକ, ନାଏବ ସରପଞ୍ଚ ପରିବତୀ ରଣା, ପିଇଓ ଦିନବନ୍ଧୁ ରଣାଙ୍କ ଉପସ୍ଥିତରେ ବିଜୁ
Read More...

ଆଗାମୀ ନିର୍ବାଚନ ପାଇଁ ଝିଙ୍କିଡୁଙ୍ଗୁରି ଠାରେ ବିଜେପିର ପ୍ରସ୍ତୁତି ବୈଠକ

ସଇଁନ୍ତଲା, ( ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଝିଙ୍କିଡୁଙ୍ଗୁରି ପଞ୍ଚାୟତ ସ୍ଥାନୀୟ ଖେଳ ପଡିଆ ଠାରେ ବିଜେପିର ବରିଷ୍ଠ ନେତା ମହେନ୍ଦ୍ର ଠାକୁରଙ୍କ ନେତୃତ୍ୱରେ ବିଜେପି କର୍ମୀ ମାନଙ୍କୁ ନେଇ ଆଗାମୀ ଦିନରେ ହେବାକୁ ଯାଉ ଥିବା ପଞ୍ଚାୟତ ସ୍ତରୀୟ ନିର୍ବାଚନ ପାଇଁ ଏକ
Read More...

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ ଭେଟି ସମାବେଦନା ଜଣାଇଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ ୩୦ ତାରିଖ ଦିନ ଅଟୋ-ଟ୍ରକ ମୁହାଁମୁହିଁ ହେବା ଫଳରେ ସଡ଼କ ଦୁର୍ଘଟଣାରେ ସୁବଳ ସାହୁ ଓ କୈବଲ୍ୟ ମାଝୀଙ୍କ ଘଟଣା ସ୍ଥାନରେ ମୃତ୍ୟୁ ହୋଇଥିଲା । ତେବେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଉକ୍ତ ପରିବାର ଲୋକଙ୍କୁ ଭେଟି ଶୋକ ପ୍ରକାଶ କରିବା ସହ
Read More...

ସଇଁନ୍ତଲା ଇଂଲିଶ ମିଡିୟମ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଏସଡିକେଜି ଇଂଲିଶ ମିଡିୟମ ସ୍କୁଲ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବାରିକ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହିତ
Read More...

ସଇଁନ୍ତଲା ବ୍ଳକର ବିଭିନ୍ନ ପଞ୍ଚାୟତରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ଼ ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । କିଭଳି ଭାବରେ ଗରିବ ନିରୀହ ଲୋକେ ମାଗଣାରେ ଚିକିତ୍ସା ପାଇପାରିବେ ସେନେଇ ଶୁଭାରମ୍ଭ କରିଥିଲେ
Read More...

କେରମେଲିରେ ମିଶନ ଶକ୍ତି ଗୃହ ଉଦଘାଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନ ଶକ୍ତି ଗୃହକୁ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ବିଡ଼ିଓ
Read More...

ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ : ୨ ଗୁରୁତର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ହେବା ଦ୍ୱାରା ଦୁଇ ଜଣ ଗୁରୁତର ଅବସ୍ଥାରେ ସଇଁନ୍ତଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ମତେ ସଇଁନ୍ତଲା ପଟରୁ ନିଜ ଗାଁ ରେଙ୍ଗାଲି
Read More...

ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବ୍ଲକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ,
Read More...