ସଇଁନ୍ତଲା ବ୍ଳକର ବିଭିନ୍ନ ସ୍ଥାନରେ ଭାଇ ଜିଉଁନ୍ତିଆ ଓଷା ପାଳିତ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକର ଗାଁ ଗାଁରେ ଭାଇ ଜିଉଁନ୍ତିଆ ଓଷା ପାଳିତ ହୋଇଯାଇଛି । ଆଜି ଭାଇ ଜିଉଁନ୍ତିଆ ଓଷା ଥିବାରୁ ଭାଇ ଭଉଣୀ ମାନଙ୍କର ମଧ୍ୟରେ ନୂତନ ଉତ୍ସାହ ପରିଲକ୍ଷିତ ହେଉଛି । ଅଶ୍ୱନି ସପ୍ତମୀ ତିଥି ସନ୍ଧ୍ୟା ସମୟରେ ଦେବୀ ଦୁର୍ଗାଙ୍କ!-->…
Read More...
Read More...