Browsing Tag

saintala news

ଝିଙ୍କିଡୁଙ୍ଗୁରି ପଞ୍ଚାୟତରେ ବିଭିନ୍ନ ଯୋଜନାର ଅନିୟମିତତା ହେଉଥିବା ଅଭିଯୋଗ : ବ୍ଳକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ଓ କେନ୍ଦ୍ର ସରକାର ଗରିବ, ନିରୀହ ଲୋକଙ୍କ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରିବା ସହ ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ସାମିଲ କରୁଥିବା ବାହା ବାହା ମାରୁଛନ୍ତି ହେଲେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ବଦଳି ନାହିଁ ବିକାଶର ମାନଚିତ୍ର । ଏବେବି
Read More...

ସିଂବାହାଲି ଗାଁକୁ ରାଜସ୍ୱ ମାନ୍ୟତା ଘୋଷଣା କରିବା ପାଇଁ ଅତିରିକ୍ତ ତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଅନେକ ଗାଁକୁ ସରକାର ରାଜସ୍ବ ମାନ୍ୟତା ଘୋଷଣା କରିନଥିବା ଅନେକ ଥର ଅଭିଯୋଗ ହୋଇଛି । ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିଷକେଲା ପଞ୍ଚାୟତ ୬ ନମ୍ବର ୱାର୍ଡ ଖ ବସ୍ତି ସିଂବାହାଲି ଗାଁକୁ ବର୍ତ୍ତମାନ
Read More...

ବଡ଼ମାଲରୁ ୫ ଫୁଟ୍‌ର ନାଗ ସାପ ଉଦ୍ଧାର କଲେ ବିକି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବଡ଼ମାଲ ଗୋଳାବାରୁଦ କାରଖାନା ନିକଟରେ ରହୁଥିବା ବନ ବିଭାଗର ଫରେଷ୍ଟର ପ୍ରିୟଙ୍କା ପୋଡ଼ଙ୍କ କାର୍ଯ୍ୟାଲୟରେ ଏକ ସାପ ପସିଯାଇଥିବା ଦେଖିବାକୁ ପାଇଥିଲେ । ପରେ ସାପ ଧରାଳୀ ବିକି ଜି ନାଗଙ୍କୁ ଖବର ଦେଇଥିଲେ ।ଖବର ଦେବା
Read More...

ଘୁନସରରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ପଞ୍ଚାୟତ କାର୍ଯ୍ୟାଳୟ ପରିସସରେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଦ୍ରୋପଦୀ ବେହେରା, ସିଡିପିଓ ସବିତା ଦାସ,
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଅଟୋ – ଟ୍ରକ ମୁହାଁମୁହିଁ, ୨ ମୃତ ଘଟଣା କ୍ଷତିପୂରଣ ଦାବୀରେ ଜାତୀୟ ରାଜପଥ ଅବରୋଧ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଲୁହୁରାପାଲି ଛକ ନିକଟରେ ଆଜି ଭୋର ୫ଟା ସମୟରେ ଏକ ଟ୍ରକ ଓ ଓଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ
Read More...

ଅଟୋକୁ ପିଟାଲା ଟ୍ରକ : ଦୁଇ ମୃତ, ୨ ଗୁରୁତର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଲୁହୁରାପାଲି ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଭର୍ତ୍ତି
Read More...

ସଇଁନ୍ତଲା ବ୍ଳକରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ୩ଟି ବ୍ଳକ ଦାୟିତ୍ୱରେ ଗୋଟିଏ ବ୍ଳକ ଶିକ୍ଷା ଅଧିକାରୀ, ବଦଳି ଦାବୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରକାର ପ୍ରତ୍ୟେକ ବର୍ଷ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପ୍ରତି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି ଓ ସେମାନଙ୍କର ଦାୟିତ୍ୱ ନେବା ପାଇଁ ବ୍ଳକକୁ ଜଣେ ଲେଖାଏଁ ବ୍ଳକ ଶିକ୍ଷା ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି । ହେଲେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା,
Read More...

ସଇଁନ୍ତଲା ବିଇଓଙ୍କ କାର୍ଯ୍ୟାଳୟରେ ଶିକ୍ଷକ ମାନଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ବିଭିନ୍ନ ସମସ୍ୟାକୁ ନେଇ ଏବିଇଓଙ୍କ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିକ୍ଷା ବିଭାଗର ବିଭିନ୍ନ ସମସ୍ୟାକୁ ନେଇ ଜୋନାଲ ସମ୍ପାଦକ ତପନ କୁମାର ଦାସଙ୍କ ନେତୃତ୍ୱରେ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଏବିଇଓ ନାରାୟଣ ଭୋଇଙ୍କ ଜରିଆରେ ଦାବୀପତ୍ର ପ୍ରଦାନ କରାଯାଇଛି ।
Read More...

ମୂଲ୍ୟବାନ କାଠ ଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ : ଜଣେ ଗିରଫ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବନଖଣ୍ଡ ବାଗଜୋର ଜଙ୍ଗଲରୁ କାଠ ମାଫିଆ ମାନେ ଚୋରା ଚାଲାଣ କରିବାର ଉଦ୍ୟମ କରୁଥିବା ବେଳେ କୌଣସି ସୂତ୍ରରୁ ବନ ବିଭାଗ ଖବର ପାଇ ଉକ୍ତ ସ୍ଥାନରେ ଚଢ଼ାଉ କରିବା ପରେ ଟ୍ରାକ୍ଟର, କାଠ ସମେତ ଜଣେ ଗିରଫ ହୋଇଥିବା ଜଣାପଡିଛି । ଜବତ
Read More...

ଟିକ୍ରାପଡା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଆକ୍ରମଣ ଓ ୪ ଲକ୍ଷ ଟଙ୍କା ଲୁଟ ଘଟଣା : ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଟିକ୍ରାପଡା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ ମାରିବା ସହ ଟଙ୍କା ଲୁଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ସଇଁନ୍ତଲା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଅଭିଯୁକ୍ତମାନେ ହେଲେ ଅଜିତ ବାଗ ଓ
Read More...