Browsing Tag

sakhigopala news

ଆକାଶଦୀପ ବାଣ ଖସିପଡି ଗୋପବନ୍ଧୁଙ୍କ ଷଠିଘରେ ଅଗ୍ନିକାଣ୍ଡ

ସାକ୍ଷୀଗୋପାଳ : ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି । ଦୀପାବଳୀ ଅବସରରେ ଏହି ଅଘଟଣକୁ ନେଇ ଗ୍ରାମବାସୀମାନେ ଦୁଃଖ ପ୍ରକାଶ କରିଛନ୍ତି । ଘରର ଗୋଟିଏ ବଖରା ଅଗ୍ନିକାଣ୍ଡରେ ଜଳିଯାଇଥିବା ବେଳେ,
Read More...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ବାଇକ୍‌ : ୨ ମୃତ, ୧ ଗୁରୁତର

ସାକ୍ଷୀଗୋପାଳ : ପୁରୀ ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀର ଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟା ସମୟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିବା ସହ
Read More...
error: Content is protected !!