ସେବା ଗୌରବ ସମ୍ମାନରେ ସମ୍ମାନିତ ହେଲେ ତୋରା ଗ୍ରାମର ଡକ୍ଟର ସସ୍ମିତା ମେହେର
ସାଲେଭଟା, (କେପିଏନ୍ଏସ୍) : ମାଗଣା ସିଲେଇ ଶିକ୍ଷା ଏବଂ ମାଗଣା ବାନ୍ଧ ଶିକ୍ଷା ଦେଇ ଶହ ଶହ ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରି ଚର୍ଚ୍ଚାରେ ଥିବା ବରଗଡ ଜିଲ୍ଲା ଅନ୍ତର୍ଗତ ତୋରା ଗ୍ରାମର ଡକ୍ଟର ସସ୍ମିତା ମେହେର ସେବା ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ତାଙ୍କର ଏହି ସମ୍ମାନିତ ଖବର!-->…
Read More...
Read More...