Browsing Tag

salebhata news

ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଡ଼. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଫଟୋଚିିତ୍ରରେ
Read More...

ଗ୍ରେଡ୍‌ ପେ ବୃଦ୍ଧି ନେଇ ଅଧ୍ୟାପକଙ୍କ କଳା ବେଜ୍‌ ପରିଧାନ

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ଆଗଲପୁର ପଂଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଅଧ୍ୟାପକମାନେ କଳାବ୍ୟାଜ ପିନ୍ଧି ଆନ୍ଦୋଳନ କରିଥିଲେ । ପବିତ୍ର ଗୁରୁଦିବସରେ ଗୁରୁମାନଙ୍କର ଅସନ୍ତୋଷ ସମସ୍ତ ଜିଲ୍ଲାରେ ଦେଖାଯାଇଛି । ସେହିପରି ନିଖିଳ ଓଡିଶା ଅଧ୍ୟାପକ
Read More...

ଏପିଏସ କଲେଜ ରୋତ୍‌ରେ ଗୁରୁଦିବସ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ଆଗଲପୁର ପଂଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଛାତ୍ରଛାତ୍ରୀମାନଙ୍କ ତରଫରୁ ଖୁବ୍‌ ଧୁମ୍‌ଧାମ୍‌ରେ ଗୁରୁଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ
Read More...

ସାଲେଭଟାରେ ଗୁରୁଦିବସ ପାଳିତ

ଆଗଲପୁର ବ୍ଳକର ୬୩ ଗୁରୁଙ୍କୁ ସମ୍ମାନୀତ ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଲକ ସାଲେଭଟାରେ ଗୁରୁଦିବସ ପାଳିତ ହୋଇଥିବା ବେଳେ ୬୩ ଜଣ ଗୁରୁଙ୍କୁ ସମ୍ମାନୀତ କରାଯାଇଛି । ସ୍ଥାନୀୟ ଚଣ୍ଡୀମନ୍ଦିର କଲ୍ୟାଣ ମଣ୍ଡପଠାରେ ବିଜୟ କୁମାର ଦାଶଙ୍କ ସଭାପତିତ୍ୱରେ
Read More...

ହରଭଙ୍ଗା ସ୍କୁଲରେ ଚନ୍ଦ୍ରୟାନ – ୩ର ସଫଳ କାମନା

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ଚନ୍ଦ୍ରୟାନ-୩ର ସଫଳ ଅବତରଣ କାର୍ଯ୍ୟକ୍ରମର ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ
Read More...

ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ସ୍ୱାଧୀନତା ଦିବସ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ ପଶାୟତ ଆୟୋଜିତ ହୋଇଥିବା ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । ପରିଚାଳନା କମିଟିର
Read More...

ସାଲେଭଟାରେ ୨୦ତମ ଜ୍ଞାନ ବିଜ୍ଞାନ ମେଳା

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ ସାଲେଭଟା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ୨୦ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହାକୁ ବିଦ୍ୟା ମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷ ଅରବିନ୍ଦ ସତପଥି ପ୍ରଦୀପ ପ୍ରଜ୍ୱଳନ ପ୍ରୂର୍ବକ ପୂଜା
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ : ୩୫ ୟୁନିଟ ରକ୍ତ ସଂଗୃହୀତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଲକ ଭରସୁଜା ଗ୍ରାମ ପଞ୍ଚାୟତ ବିନ୍ଧାପାଲି ଗ୍ରାମରେ ସମ୍ବଲପୁରୀ ଦିନ୍‌ ପାଳନ କରାଯାଇଛି । ଆଗଲପୁର ଓ ଗାଇସିଲେଟ ବ୍ଲକର ମିଳିତ ଆନୁକୂଲ୍ୟରେ ଏହି ଉପଲେକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଉକ୍ତ ଶିବିରକୁ
Read More...

ବିନ୍ଧାପାଲି ଗ୍ରାମରେ ସମ୍ବଲପୁରୀ ଦିନ୍‌ ପାଳିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଲକ ଭରସୁଜା ଗ୍ରା.ପ ବିନ୍ଧାପାଲି ଗ୍ରାମରେ ସମ୍ବଲପୁରୀ ଦିନ୍‌ ପାଳନ କରାଯାଇଛି । ଏଥିରେ ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବିଜେଡି
Read More...

ଡୁଡୁକା ଆଦର୍ଶ ବିଦ୍ୟାଳୟରେ ପିଟିଏ ବୈଠକ : ଭରଚୁଏଲ୍‌ ମାଧ୍ୟମରେ ନୂତନ ଛାତ୍ରଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଡୁଡୁକା ଆଦର୍ଶ ବିଦ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ଭାବରେ ବ୍ୟବସ୍ଥା କରାଯାଇଥିଲା । ଭରଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଏକ ଆଦର୍ଶ ବିଦ୍ୟାଳୟରେ ନୂତନ ଭାବରେ ନାମ ଲେଖାଇଥିବା
Read More...