କେନାଲରେ ବୁଡି ବୃଦ୍ଧ ମୃତ
ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ । ମୃତକ ପଶ୍ଚିମକଛ ଢିଅସାହିର ଗୋପିନାଥ ସାହୁ ବୋଲି ଜଣାପଡିଛି । କଟକ ଜିଲ୍ଲା ସାଲେପୁର ବ୍ଲକ୍ରେ ଏଭଳି ଘଟଣା ଘଟିଛି । ସୂଚନା ଅନୁସାରେ, ଗୋପିନାଥ ସାହୁ କେନ୍ଦ୍ରାପଡ଼ା କେନାଲର ବାର ବୋଡିଆ ନିକଟ କେନାଲ ପାକ ଦେଇ ଯାଉଥିଲେ । ଏହି ସମୟରେ ଭାରସାମ୍ୟ!-->…
Read More...
Read More...