ସମ୍ବଲପୁରରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ
ସମ୍ବଲପୁର : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ସମ୍ବଲପୁରରୁ ତୀର୍ଥଯାତ୍ରା ଆରମ୍ଭ । ବୁଧବାର ସମ୍ବଲପୁର ରେଳ ଷ୍ଟେସନରୁ ବରିଷ୍ଠ ନାଗରିକମାନେ ତୀର୍ଥଯାତ୍ରାରେ ବାହାରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏଥିରେ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାର!-->…
Read More...
Read More...