ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ୍
ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶୁକ୍ରବାର ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାର ମଧ୍ୟକୁ ୩,୯୭, ୪୫୧ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ବର୍ଷା!-->…
Read More...
Read More...