ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟିପିଡବ୍ଲ୍ୟୁଓଡିଏଲ୍ ଜେନେରାଲ୍ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢାଉ
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବୁର୍ଲା ଟିପିଡବ୍ଲ୍ୟୁଓଡିଏଲ୍ ଜେନେରାଲ୍ ମ୍ୟାନେଜର ସନ୍ତୋଷ କୁମାର ଦର୍ଜୀଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଥିବା ବେଳେ ଏହି ଚଢାଉରେ ଜଣେ ଡିଏସ୍ପି ୬ଜଣ ଇନସ୍ପେକ୍ଟର, ୨ଜଣ!-->…
Read More...
Read More...