Browsing Tag

satyabadi news

ଭିଡ଼ିଓ କନଫରେନ୍ସରେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ

ସତ୍ୟବାଦୀ, (ଦିଲ୍ଲିପ କୁମାର ଧାଉଡିଆ) : ସାକ୍ଷୀଗୋପାଳ ସ୍ଥିତ ପୁରୀ ଜିଲ୍ଲା କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ପକ୍ଷରୁ ଆୟୋଜିତ ପ୍ରଧାନମନ୍ତ୍ରୀଙ୍କ 'ମନ୍‌ କି ବାତ୍‌'ର ୧୦୦ତମ ଏପିସୋଡ଼ ପୂରଣ ପ୍ରସାରଣ କାର୍ଯ୍ୟକ୍ରମକୁ ଭିଡ଼ିଓ ମାଧ୍ୟମରେ ପୁରୀ ଜିଲ୍ଲା
Read More...

‘ଇ-ନାମ’ ମଣ୍ଡି ମାଧ୍ୟମରେ ଅନ୍ତଃରାଜ୍ୟ ବାଣିଜ୍ୟ

ସତ୍ୟବାଦୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚାଷୀ ହସିଲେ ଦେଶ ହସିବ । ଏହି ଲକ୍ଷ ନେଇ ସରକାର ଚାଷୀମାନଙ୍କର ସାମଗ୍ରିକ ବିକାଶ ନିମନ୍ତେ ବିଭିନ୍ନ ଯୋଜନା ମାଧ୍ୟମରେ ରାଜ୍ୟରେ ୬୬ ଗୋଟି ଇ-ନାମ ମଣ୍ଡିରେ ୨୦୯ ପ୍ରକାରର କୃଷିଜାତ ଦ୍ରବ୍ୟ ବିକ୍ରୟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି ।
Read More...

ପୁରୀ କେଭିକେ ସାରା ଦେଶରେ ଏକ ଆଦର୍ଶ ମଡେଲ

ସତ୍ୟବାଦୀ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତୀୟ କୃଷି ଅନୁସନ୍ଧାନ ପରିଷଦର ଉପମହାନିର୍ଦେଶକ (ସମ୍ପ୍ରସାରଣ) ଡ଼. ଇଉ.ଏସ୍‌. ଗୌତମ, ଅଟାରି କଲିକତାର ନିର୍ଦ୍ଧେଶକ ଡ଼. ପ୍ରଦୀପ କୁମାର ଦେ ଏବଂ ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ସମ୍ପ୍ରସାରଣ ଅଧ୍ୟକ୍ଷ ଡ଼. ପ୍ରସନ୍ନଜିତ ମିଶ୍ର, ପୁରୀ
Read More...

ବ୍ରାଉନସୁଗାର ଜବତ : ୧ ଗିରଫ

ସତ୍ୟବାଦୀ : ସତ୍ୟବାଦୀ ଥାନା ଅଧୀନ ଡୁଙ୍ଗରା ଛକ ଠାରେ ଅବକାରୀ ବିଭାଗ ଚଢ଼ାଉ କରି ୮୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଗିରଫ ଯୁବକ ଜଣକ ହେଲେ ମନରଞ୍ଜନ ସ୍ୱାଇଁ । ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୮,୫୦,୦୦୦
Read More...

ପୋଲିସକୁ ମିଳିଲା ବଡ ସଫଳତା : ୬ ଲୁଟେରା ଗିରଫ

ପୁରୀ, (କେପିଏନ୍‌ଏସ୍‌) : ରାଜ୍ୟରେ ଲୁଟେରାଙ୍କ ରାଜ୍‌ ବଢିଚାଲିଥିବା ବେଳେ ଆଜି ସତ୍ୟବାଦୀ ପୋଳିସକୁ ମିଳିଛି ଏକ ବଡଫଳତା । ଆନ୍ତଃଜିଲ୍ଲା ଗ୍ୟାଙ୍ଗ୍‌ର ୬ ଲୁଟେରାକୁ ଗିରଫ କରିଛ ସତ୍ୟବାଦୀ ପୋଲିସ । ତେବେ ଗିରଫ ହୋଇଥିବା ଲୁଟେରା ମାନେ ହେଲେ ସତ୍ୟବାଦୀ ଥାନା ବଡ଼ ହାଟ ଗ୍ରାମର ପ୍ରକାଶ
Read More...