ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
ସୋର : ସପ୍ତାହେ ଧରି ନିଖୋଜ ଥିବା ଯୁବକଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି । ସୂଚନା ଅନୁସାରେ ସୋର ଥାନା ପଠାଣ ମହାଲ୍ଲା ଗ୍ରାମର ଶେଖ ଜୁଲଫୁକର ଗତ ତିନି ତାରିଖ ଅପରାହ୍ଣରୁ ନିଖୋଜ ଥିଲେ । ଏନେଇ ପରିବାର ପକ୍ଷରୁ ସୋର ଥାନାରେ ନିଖୋଜ ଥିବା ନେଇ ଏକ ଅଭିଯୋଗ କରିଥିଲେ । ପରେ ପରିବାର ଲୋକେ!-->…
Read More...
Read More...